-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଧାୟିକା ବର୍ଷା ସିଂ ବରିହା ଙ୍କୁ ଦାବୀପତ୍ର ପ୍ରଦାନ କଲା ପ୍ରାଥମିକ ଶିକ୍ଷକ ସଂଘ

12-Aug-2023



ବରଗଡ: ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବାରିହାଙ୍କୁ ଶନିବାର ଦିନ ଅପରାହ୍ନ ୧ ଘଟିକା ସମୟରେ ଝାରବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ଏହି ଦାବୀପତ୍ରରେ ଶିକ୍ଷକ ମାନଙ୍କର ତିନି ଦଫା କୁ ଆଗାମୀ ବିଧାନସଭାରେ ଉପସ୍ଥାପନ କରିବା ପାଇଁ ଉଲ୍ଲେଖ କରାଯାଇଛି।ବିଧାୟିକା ଶ୍ରୀମତୀ ବାରିହା ଶିକ୍ଷକ ମାନଙ୍କ ଅନୁରୋଧ ରଖି ଉକ୍ତ ଦାବୀ ଉପସ୍ଥାପନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।ଏଠାରେ ସୂଚନାଯୋଗ୍ୟ ଯେ ଆସନ୍ତା ୧୬ ତାରିଖରେ ରାଜ୍ୟର ସମସ୍ତ ପ୍ରାଥମିକ  ବିଦ୍ୟାଳୟର ସମସ୍ତ ବର୍ଗର ଶିକ୍ଷକ ମାନେ ସମୂହ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ହୋଇଛି।ଏହି ପରିପ୍ରେକ୍ଷୀରେ ଝାରବନ୍ଧ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଏକତ୍ରିତ କରି ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ଯଦି ପ୍ରାଥମିକ ଶିକ୍ଷକଙ୍କ ତିନିଦଫା ଦାବୀକୁ ପୂରଣ ନ କରନ୍ତି ତେବେ ଝାରବନ୍ଧ ବ୍ଲକର ସମସ୍ତ ଶିକ୍ଷକ ମାନେ ସମୂହ ଛୁଟିରେ ରହିବେ ବୋଲି ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ନୁତନ ପେନସନ ଭୁକ୍ତ ଶିକ୍ଷକ ସଂଘ, ଏକ୍ସ କ୍ୟାଡର ସଂଘ, କନିଷ୍ଠ ଶିକ୍ଷକ ସଂଘ,ପୁରୁଣା ପେନ୍ସନ ପାଉଥିବା ଶିକ୍ଷକ, ସାମୟିକ ଶିକ୍ଷକ ଆଦି ଉପସ୍ଥିତ ଥିଲେ।ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସମୂହ ସ୍ୱାର୍ଥକୁ ଦୃଷ୍ଟିରେ ସମସ୍ତେ ଏକ ସ୍ୱରରେ ଦାବୀ ପୂରଣ ନହେଲେ ସମୁହ ଛୁଟି ରେ ଯିବେ ବୋଲି ନିଷ୍ପତ୍ତି ନେଇଛନ୍ତି।ଶିକ୍ଷକ ସଂଘ ପକ୍ଷରୁ ବିଷ୍ଣୁଚରଣ ସାହୁ, ବିରଞ୍ଚି ନାୟକ, ସଚ୍ଚିଦାନନ୍ଦ ଡନସନା,ଜଗଦୀଶ ସେଠ, ଫିରୋଜ ନାଗ,ଦୁଃଖନାଶନ ସାହୁ, କ୍ଷୀରସାଗର ନାୟକ, ଆଶାରାମ ବରିହା, ସତ୍ୟାନନ୍ଦ ସେଠ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like