-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ବ୍ଳକ ସ୍ତରୀୟ ଶିଶୁ ଜୀବନ ଶୈଳୀ ଶିକ୍ଷା ଓ ଯୈାନ ନିର୍ଯ୍ୟାତନା ରୋକିବା ପ୍ରଶିକ୍ଷଣ ଶିବିର ।

13-Dec-2020



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଆଜି ଭାରତ ନିର୍ମାଣ ରାଜୀବ ଗାନ୍ଧି ସେବା କେନ୍ଦ୍ର ଚାରମାଳ ଠାରେ ଆଦର୍ଶ ଚାଇଲ୍ଡ ଲାଇନ ପକ୍ଷରୁ 
ବ୍ଲକ ସ୍ତରୀୟ ଗ୍ରାମାଞ୍ଚଳର କିଶୋରୀ ବାଳିକା ଓ କିଶୋର ବାଳକ ମାନଙ୍କୁ ତାଙ୍କର ଜୀବନ ଶୈଳୀ ଶିକ୍ଷା ସହିତ ଶିଶୁ ମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା ରୋକିବା ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା l ଏଥିରେ ଶିଶୁ ମାନଙ୍କ ଅଧିକାର, ଯତ୍ନ ଓ ସୁରକ୍ଷା ସହିତ ସୁରକ୍ଷିତ ସ୍ପର୍ଶ ଏବଂ ଅସୁରକ୍ଷିତ ସ୍ପର୍ଶ କଣ ସେ ବିଷୟରେ ମଧ୍ୟ ପୁଂଖାନୁପୁଙ୍ଖ ବୁଝାଯାଇଥିଲା l ଶିଶୁ ମାନଙ୍କ ପାଇଁ ଜରୁରୀକାଳୀନ ଦିବା/ରାତ୍ରି ନିଃଶୁଳ୍କ ସେବା ଯୋଗାଉଥିବା ଚାଇଲଡଲାଇନ ନମ୍ବର 1098 କୁ ସମସ୍ତେ ମନେ ରଖି କାମରେ ଲଗାଇବା ପାଇଁ ଜଣାଇ ଦିଆ ଯାଇଥିଲା l ଏଇ ନମ୍ବର ଯଦି ନ ଲାଗିଲା ସ୍ଥାନୀୟ ପୋଲିସ କୁ ତୁରନ୍ତ ଜଣାଇବେ, ନଚେତ ଶିଶୁ କଲ୍ୟାଣ ସମିତି ଓ ଜିଲ୍ଲା  ଶିଶୁ ସୁରକ୍ଷା ବିଭାଗର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ମଧ୍ୟ ଜଣାଇପାରିବେ ବୋଲି କୁହାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଆଦର୍ଶ ଚାଇଲ୍ଡ ଲାଇନ ସମ୍ବଲପୁରର ସଂଯୋଜକ ଯଦୁମଣି କୁମ୍ଭାର ଓ ଜ୍ୟୋତି ରାଣୀ ଶତପଥୀ ପରିଚାଳନା କରିଥିବା ବେଳେ ରେଢ଼ାଖୋଲ ଚାଇଲ୍ଡ ଲାଇନର ସଂଜୟ ସାଗର , ପୁରୁଷୋତ୍ତମ ଭୋଇ , ଜ୍ୟୋସ୍ନା ନାଏକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026

You Might Also Like