-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜ୍ଞାନ ମେଳା ଅନୁଷ୍ଠିତ

12-Aug-2023



ବରଗଡ:-ବରଗଡ ଜିଲ୍ଲା ଭେଡେନ ବ୍ଲକ ଡାଲବ ପଂଚାୟତ ର ଖୁଣ୍ଟୁଲିପାଲି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏହି ବିଜ୍ଞାନ ମେଳାରେ ରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଭୋଜରାଜ ଦୁଆନ ସ୍ଵାଗତ ଭାଷଣ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ।ପ୍ରଥମେ ସରସ୍ଵତୀ, ଓଁ, ଭାରତ ମାତାଙ୍କ ପ୍ରତି ଛବି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ପୁଷ୍ପ ଅର୍ପଣ କରିଥିଲେ। ବିଜ୍ଞାନ ବିଭାଗ ପ୍ରମୁଖ ଶ୍ରୀମତୀ ପୂର୍ଣିମା ମେହେର ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। ଏହି ସମୟରେ ମୁଖ୍ୟଅତିଥି ଭାବେ କଦୋବାହାଲ ମହାବିଦ୍ୟାଳୟ ର ପ୍ରାଧ୍ୟାପକ ସୁରେନ୍ଦ୍ର କୁମାର ଦାଶ ସମ୍ମାନିତ ଅତିଥି ଭାବେ କଦୋବାହାଲ ଓଡିଆ ଅଧ୍ୟାପକ ମାନଭଞ୍ଜନ ପୁରୋହିତ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ସମୟରେ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମ ସଂକୁଳ ପ୍ରମୁଖ ଅଶ୍ଵିନୀ କୁମାର ଦାଶ, ସଙ୍କୁଳ ସଂଯୋଜକ ନରେନ୍ଦ୍ର ବିଶ୍ଵାଳ, ବିଦ୍ୟାଳୟର ସଭାପତି ସୁରେନ୍ଦ୍ର ଦାଶ, ଉପସଭାପତି ପ୍ରବିଣ କୁମାର ସାହୁ, କୋଷାଧ୍ୟକ୍ଷ ଗଜାନନ ବନଛୋର। ସଂକୁଳସ୍ତରୀୟ ପ୍ରଧାନଆଚାର୍ଯ୍ଯ ସଙ୍କର୍ଷଣ ମିଶ୍ର, ମୁକୁନ୍ଦ ମହାରଣା,ନରେନ୍ଦ୍ର ରଣା, ଅଶୋକ ଧର, ଶିବାନନ୍ଦ ଦାଶ କ୍ଷୀରୋଦ ରଣା, ରିଙ୍କୁ ଦାଶ ଯୋଗଦେଇ ଥିଲେ। ପରିଶେଷରେ ବିଦ୍ୟାଳୟ ର ସଂପାଦକ ମଦନମୋହନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like