-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ପାଇଁ ବିଭିନ୍ନ ପ୍ରତିଯୋଗିତା

12-Aug-2023



ମୁରିବାହାଲ(ସୁଦାମ ଚରଣ ବଘାର): ମୁରିବାହାଲ ହାଇସ୍କୁଲ ପରିସରରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଂଚଳର  ହାଇସ୍କୁଲ ର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ। ଏନେଇ ଛାତ୍ରଛାତ୍ରୀ ମାନଙ୍କ ମଧ୍ଯ ରେ ବକ୍ତୁତା, ସଙ୍ଗୀତ ଓ ରଚନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ମୁରିବାହାଲ ହାଇସ୍କୁଲ ର ପ୍ରଧାନ  ଶିକ୍ଷକ ସୁନିଲ କୁମାର ପାତ୍ରଙ୍କ ତତ୍ବାବଧାନରେ ହୋଇଥିବା ବେଳେ ଶିକ୍ଷକ ବିକ୍ରମ ପୁରୋହିତ, ପ୍ରକାଶ ମହାନ୍ତି, ଶିକ୍ଷୟତ୍ରୀ  ରଶ୍ମି ଲତା ପାତ୍ର, କିରାଣି ପ୍ରଦୀପ ପୁଟେଲ ତଥା ମୁରିବାହାଲ ହାଇସ୍କୁଲ,ହଲଦୀ ହାଇସ୍କୁଲ,ଗୁରୁଣ୍ଡା ହାଇସ୍କୁଲ ମାଲିଶିରା ହାଇସ୍କୁଲ,ଗୁଡିଘାଟ ହାଇସ୍କୁଲ ର ଶିକ୍ଷକ ଓ ଶିକ୍ଷୟତ୍ରୀ ବ୍ରୁନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରଥିଲେ।ଏହି

ଅବସରରେ ବକ୍ତୁତା ବିଭାଗରେ ମୁରିବାହାଲ ହାଇସ୍କୁଲ ର ଗ୍ଯାନେନ୍ଦ୍ର ନାଗ ପ୍ରଥମ, ଗୁଡିଘାଟ ହାଇସ୍କୁଲ ର ଶୁଭମ ପଧାନ ଦ୍ବିତୀୟ ଓ ଗୁରୁଣ୍ଡା  ହାଇସ୍କୁଲ ର କମଲ ସରାଫ ତ୍ରୁତୀୟ ସ୍ଥାନ, ରଚନା ବିଭାଗ ରେ ଗୁଡିଘାଟ ହାଇସ୍କୁଲ ର ଶୁଭ ସ୍ମିତା ମହାକୁର ପ୍ରଥମ, ହଳଦି ହାଇସ୍କୁଲ ର ବିଜୟ ଘିଭେଲା ଦ୍ବିତୀୟ, ମୁରିବାହାଲ ହାଇସ୍କୁଲ ର ରାକ୍ଷୀ ହଂସ ତ୍ରୁତୀୟ ସ୍ଥାନ ପାଇଥିବା ବେଳେ ସଂଗୀତ ପ୍ରତିଯୋଗିତା ରେ  ମାଲିଶିରା ହାଇସ୍କୁଲ ର ଲବଣୀ ପୁଟେଲ ପ୍ରଥମ, ହଳଦି ହାଇସ୍କୁଲ ର ବନ୍ଦିତା ବାଗ ଦ୍ବିତୀୟ ଓ ଗୁରୁଣ୍ଡା ହାଇସ୍କୁଲ ର ନର ସାହୁ ତ୍ରୁତୀୟ ସ୍ଥାନ ରଖି ଉତ୍ତିର୍ଣ୍ଣ ହୋଇଛନ୍ତି। ଉତ୍ତିର୍ଣ୍ଣ ହୋଇଥିବା ପ୍ରତିଯୋଗି ମାନଙ୍କୁ ଆସନ୍ତା ୧୫ ତାରିଖ ପୁରସ୍କାର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like