-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ଜିଲ୍ଲା

ମୁରିବାହାଲ ପଂଚାୟତ ସମିତି କାର୍ଯ୍ୟାଳୟ ତରଫରୁ ( ବସୁଧା ବନ୍ଧନ) ଅମ୍ରିତ ଭାଟିକା କାର୍ଯ୍ୟକ୍ରମ

13-Aug-2023



ମୁରିବାହାଲ(ସୁଦାମ ଚରଣ ବଘାର ): ମୁରିବାହାଲ ପଂଚାୟତ ସମିତି ତରଫରୁ ଏମଜିଏନଆରଇଜିଏ ଆନୁକୁଲ୍ୟରେ ମୁରିବାହାଲ ବ୍ଲକ ଏପିଓ ବସନ୍ତ କୁମାର ବଳିୟାରସିଂ ଙ୍କ ତତ୍ବାବଧାନରେ (ବସୁଧା ବନ୍ଧନ) ଅମ୍ରିତ ଭାଟିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁରିବାହାଲ ଗ୍ରାମ ପଂଚାୟତ ର ଖଜୁରି ବନ୍ଧ ପରିସରରେ ବ୍ରୁକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁରିବାହାଲ ଗ୍ରାମ ପଂଚାୟତ ସରପଂଚ ବିଶ୍ବବିହାରୀ ଯୋଶୀ, ଜିଆରଏସ ରାଜେଶ ପୁଟେଲ, ସ୍ବାମୀ ବିବେକାନନ୍ଦ ଯୁବକ ସଂଘ ର କର୍ମକର୍ତ୍ତା ସଭାପତି ସୁଧାଂଶୁ ପୋଢ ଯାଦବ, ସାଧାରଣ ସଂପାଦକ ଦିବ୍ଯ ସୁନ୍ଦର ସାହୁ, କୋଷାଧକ୍ଷ ଆକାଶ ମହାକୁର ଙ୍କ ସହ ରାଜୀବ ମହାନ୍ତି, ତରୁଣ ପୋଢ,ମଧୁ ନାଗ, ନାରାୟଣ ସାହୁ, ଅଭୟ ଦାସ, ମନୋଜ କର, ବନ ବିହାରୀ ଯୋଶୀ,ତପସ୍ବୀନୀ ପୋଢ,ହିମାଦ୍ରୀ ଜାଲ, ସସ୍ମିତା ମହାରଣା,ଆଶ୍ରିବାଦ ଜେନା, ବିରଞ୍ଚି ଭୋଇ, ପ୍ରେମାନନ୍ଦ ମାଝୀ, ବବଲି ରାଉତ, ଉଦିତ କଟା, ସୁଦାମ ସାହୁ, ପ୍ରମୋଦ ମହାକୁର, ଆକାଶ ପୋଢ, କରନ ଜାଲ, ଲିଲୁ ଜାଲ, ଯୋଗେନ୍ଦ୍ର ଠାଟି, ଜନକ ଦାସ, ନିତେସ ସାହୁ, ଲିକୁନ ସାହୁ, ଗୋବିନ୍ଦ ସେଠ ପ୍ରମୁଖ ବ୍ରୁକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରବା ସହିତ ବନ୍ଧ ଆଡି ପରିସରକୁ ସ୍ବଛ୍ଛ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like