-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ବାଲାଜୀ ବିହାର ଠାରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

13-Aug-2023



କଳାହାଣ୍ଡି (ସଞ୍ଜିବ ଦାସ )
ଭବାନୀପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ବାଲାଜୀ ବିହାର ଠାରେ ଆଜି ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି l ଉଦଘାଟନ ଉତ୍ସବରେ ମାନନୀୟ ଚକ୍ର ଧର ଠାକୁର ଅବସର ପ୍ରାପ୍ତ ଶିକ୍ଷକ ତଥା ପୂର୍ବତନ ସଂଗଠନ ମନ୍ତ୍ରୀ ଶିକ୍ଷା ବିକାଶ ସମିତି ଓଡିଶା, ଜଗଦିଶ ଚନ୍ଦ୍ର ମୁଣ୍ଡ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭବାନୀପାଟଣା, ସଂକୁଳ ପ୍ରମୁଖ ଅଶୋକ ସିଂ ମହୋଦୟ ଏବଂ ଉତଯାପନ ଉତ୍ସବରେ ମାନନୀୟ ଟେମଲାଲ ଦୁବେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭବାନୀପାଟଣା, ଦୁଷ୍ମନ୍ତ କୁମାର ପାଢ଼ୀ ଜିଲ୍ଲା ବିଜ୍ଞାନ ସୁପରଭାଇଜର,ପ୍ରକାଶ ନିଶାଙ୍କ ପ୍ରୋଜେକ୍ଟ ଡାଇରେକଟର କଳାହାଣ୍ଡି ତଥା ବରିଷ୍ଠ ବିଜ୍ଞାନ ଶିକ୍ଷକ ବୃନ୍ଦ ବିରଞ୍ଚି ତାଣ୍ଡି, ଗିରିଜା ଶଙ୍କର ସାହୁ, ଜି ସ୍ଵାତି, ଶ୍ଵେତାଲିନ ପ୍ରଧାନ, ନାରାୟଣ ସାହୁ, ପ୍ରଶାନ୍ତ ମହାନ୍ତି, ଦୁଷ୍ମନ୍ତ ନାଏକ, ସମୀର ପାଣିଗ୍ରାହୀ. ବିରଞ୍ଚି ମୁଣ୍ଡ, ସୁଶାନ୍ତ ମୁଣ୍ଡ, ଏବଂ ପ୍ରଫୁଲ୍ଲ ପଣ୍ଡା, ବିଜୁ ସାହୁ. ମାନସ ସାହୁ, ଟିକଦେବ ସାହୁ, ରୁପାଲିନ ଖଟେଇ ଉପସ୍ଥିତ ଥିଲେ l ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଦାଶରଥୀ ପଣ୍ଡା ଓ ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରି ଥିଲେ l ଯେଉଁ ମାନେ ପ୍ରଥମ ସ୍ଥାନ ଅଧିକାର କଲେ ସେମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବେ l ପ୍ରାୟ ୮୦ଟି ପ୍ରକଳ୍ପ ଏବଂ ୨୦୦ରୁ ଅଧିକ ଶିଶୁ ଭାଗ ନେବାକଥା ସଂକୁଳ ସଂଯୋଗକ କୁଞ୍ଜ ବିହାରୀ ଦାଶ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like