-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଲଳିତ ନାୟକ ଫାଉଣ୍ଡେସନ ପକ୍ଷ ରୁ ଶ୍ରମିକ ଙ୍କ ଚକ୍ଷୁ ଚିକତ୍ସା ଶିବିର ଉଦଘାଟନ: ଲଳିତ ଦାଦା ଙ୍କ ବଚନ ଓ ଆଚରଣ ସମାନ ଥିଲା - ଏଡିଏମ

13-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଓଡିଶା ରାଜ୍ୟ ପଣ୍ୟlଗାର ନିଗମ ସୋନପୁର ଠାରେ ଲଳିତ ନାଏକ ଫାଉଣ୍ଡେସନ ବାଲାଙ୍ଗୀର ପକ୍ଷ ରୁ ଶ୍ରମିକ ମାନଙ୍କ ପାଇଁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇ ଯାଇଛି l ମହାନଦୀ ନେତ୍ର ଚିକିତ୍ସାଳୟ ପାଣ୍ଡପାଲି ବୀରମହାରାଜପୁର ର ମିଳିତ ଆନୁକୂଲ୍ୟ ରେ ଅନୁଷ୍ଠିତ ଏହି ଶିବିର କୁ ସୁବର୍ଣ୍ଣପୁର ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଉଦଘାଟନ

କରିଥିଲେ l ଏବଂ ତୁଳସୀ ର ବାସ୍ନା ଭଳି ଛାତ୍ର ଜୀବନ ରୁ ଲଳିତ ନାଏକ ଙ୍କ ସେବା ଓ ପ୍ରତିଭା ସ୍ପଷ୍ଟ ବାରି ହୋଇ ପଡୁଥିଲା ବୋଲି ମତ ରଖି ସବୁବେଳେ ଶ୍ରୀ ନାଏକ ଙ୍କ ବଚନ ଓ ଆଚରଣ ସମାନ ଥିଲା ବୋଲି ଏଡିଏମ ଶ୍ରୀ ଦାଶ କହିଥିଲେ l ସମ୍ମାନିତ ଅତିଥି ଭାବେ ନୂତନ ଏସ ଡି ପି ଓ ଶ୍ରୀ ରାଜ କିଶୋର ମିଶ୍ର ଯୋଗ ଦେଇ ଦୁର୍ଗତ ମାନଙ୍କ ର ବନ୍ଧୁ ଲଳିତ ନାଏକ ବୋଲି ମତ ରଖି ଏ ଅଞ୍ଚଳ ର ଶିକ୍ଷା ସ୍ୱାସ୍ଥ୍ୟ ଦିଗରୁ ତାଙ୍କ ଏକ ଭିନ୍ନ ଭିଜନ ଥିଲା ବୋଲି କହିଥିଲେ l ସଭାରେ ସମାଜସେବୀ ମନୋରଞ୍ଜନ ତ୍ରିପାଠୀ ଓ ଲଳିତ ଫାଉଣ୍ଡେସନ ର ଅଧ୍ୟକ୍ଷ ଦୀପକ ନାଏକ (ବବୁଲୁ ) ଅତିଥି ଭାବେ ଯୋଗ ଦେଇ ସୋନପୁର ଅଞ୍ଚଳ ରେ ବିଭିନ୍ନ କ୍ଷେତ୍ର ରେ ଥିବା ଫାଉଣ୍ଡେସନ ର ସେବା କାର୍ଯ୍ୟ ଓ ଅବଦାନ ଉପରେ ଆଲୋକପାତ କରି ସଂଗଠନ ର ଉଜ୍ବଳ ଭବିଷ୍ୟତ ପାଇଁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ l ଓ ଶ୍ରମିକ ଙ୍କ ସ୍ୱାସ୍ଥ୍ୟ ସୁଧାର ଓ ଏକତl ହିଁ ଏହାର ଲକ୍ଷ୍ୟ ବୋଲି କହିଥିଲେ l ସଂଗଠନ ସଦସ୍ୟ ଅଙ୍କୁଶ ପାଣ୍ଡିଆ ସଭା ସଂଯୋଜନା କରିଥିବା ବେଳେ ଅଙ୍କିତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଏମ ଏନ ସି ପଣ୍ଡାପାଲି ର ଛଅ ଜଣ ଟେକନିସିଆନ ସୁଜିତ ଥlପା, ଶିବ ଶଙ୍କର ଭୋଇ, ଦିବ୍ୟା ମେହେର, ଲିପିକା ବେହେରା, ଚନ୍ଦ୍ର ଶେଖର ନନ୍ଦ, ମନୋଜ ସାହୁ, ପ୍ରମୁଖ ଶତାଧିକ ଶ୍ରମିକ ଙ୍କ ଚକ୍ଷୁ ପରୀକ୍ଷା କରି ପାଞ୍ଚ ଜଣ ଶ୍ରମିକ ଙ୍କୁ ମାଗଣା ଅପରେସନ କରିବେ ବୋଲି ସୂଚନା ମିଳିଛି l ଫାଉଣ୍ଡେସନ ସଦସ୍ୟ ଅଙ୍କୁଶ ପାଣ୍ଡିଆ, ତାପସ ମହାନ୍ତି,

ବିବେକା ନନ୍ଦ ପଟେଲ, ଅଙ୍କିତ ସାହୁ, ସୌମ୍ୟ ରଞ୍ଜନ ମିଶ୍ର, ଆଶିଷ ବାରିକ, ଦେବାଶିଷ ପାଣ୍ଡିଆ, ଚନ୍ଦନ ବରାଇ, ପ୍ରମୁଖ ସହଯୋଗ କରିଥିଲେ l ଉପଦେଷ୍ଟା ରତନ ମହାରଣl, ପ୍ରଭାକର ମିଶ୍ର, ଙ୍କ ନିର୍ଦ୍ଧେଶ କ୍ରମେ ଏ କାର୍ଯ୍ୟକ୍ରମ କୁ ସୁ ଚାରୁ ପାଳନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like