-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ

13-Aug-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବଲାଙ୍ଗିର-ସଇଁନ୍ତଲା ରାସ୍ତା ନିକଟ ରେଳ ଧାରଣାରୁ ଜଣେ ବୟସ୍କା ମହିଳାଙ୍କୁ ଆହତ ଅବସ୍ଥାରେ ବଲାଙ୍ଗିର ଜିଆରପି ପୋଲିସ ଉଦ୍ଧାର କରିଥିଲା। ଘଟଣାର ତଦନ୍ତ ପାଇଁ ବଲାଙ୍ଗିର ଜିଆରପି ଥାନାରେ ଏକ ମାମଲା ରୁଜୁ କରି ଜିଆରପି ପୋଲିସ ଆହତ ମହିଳାଙ୍କୁ ଚିକିତ୍ସା ପାଇଁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଗତ ୧୯ ଜୁଲାଇରେ ଭର୍ତ୍ତି କରାଇଥିଲା। ୨୨ ଦିନ ସର୍ଜରୀ ୱାର୍ଡରେ ଭର୍ତ୍ତି ହୋଇ ଚିକିତ୍ସିତ ହେବା ପରେ ମହିଳାଙ୍କର ମୃତ୍ୟୁବରଣ ଘଟି ଯାଇଥିଲା। ମୃତ ମହିଳାଙ୍କ ପରିଚୟ ସନ୍ଧାନରେ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲସ୍ଥିତ ଶବ ସଂରକ୍ଷଣ କେନ୍ଦ୍ରରେ ଶବକୁ ଜିଆରପି ପୋଲିସ ୭୨ ଘଣ୍ଟା ପର୍ଯ୍ୟନ୍ତ ସଂରକ୍ଷିତ ରଖିଥିଲା। ପରେ ମୃତ ମହିଳାଙ୍କ ପରିଚୟ ମିଳି ପାରି ନ ଥିବାରୁ ଜିଆରପି ପୋଲିସ ଏହି ଅଜ୍ଞାତ ଶବର ସତ୍କାର ନିମନ୍ତେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ସହ ଯୋଗାଯୋଗ କରିଥିଲା। ଖବର ପାଇ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟମାନେ ସ୍ଵର୍ଗରଥ ଧରି ଶବ ସଂରକ୍ଷଣ କେନ୍ଦ୍ରରେ ପହଞ୍ଚିଥିଲେ। ସମସ୍ତ ଔପଚାରିକତା ପରେ ପୋଲିସ ଉପସ୍ଥିତିରେ ସଂଗଠନର ସଦସ୍ୟମାନେ ଶବକୁ ସଂରକ୍ଷଣ କେନ୍ଦ୍ରରୁ ବାହାର କରି ବ୍ୟବଚ୍ଛେଦ କରାଇବା ପରେ ସ୍ୱର୍ଗରଥ ଯୋଗେ ବିଭୁତିପଡା ସ୍ମଶାନକୁ ନେଇଥିଲେ। ସେଠାରେ ସସମ୍ମାନେ ସେହି ଅଜ୍ଞାତ ମହିଳାଙ୍କ ଶେଷ ସଂସ୍କାର ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା କରାଯାଇଥିଲା। ଏହି ଅନ୍ତିମ ସଂସ୍କାର କାର୍ଯ୍ୟରେ ଜଣାଶୁଣା ଡାକ୍ତର ବେଣୁଧର ପାଣ୍ଡେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ସହ ସାମିଲ ହୋଇଥିବା ବେଳେ ସଂଗଠନର ସଦସ୍ୟ ସୁମିତ ମିଶ୍ର, ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଶତପଥୀ, ଜିତୁ ସାହୁ, ଏମ୍.ଡି. ବବଲୁ, ଉତ୍ତମ ନନ୍ଦ, ତନ୍ମୟ ପୁଟେଲ, ପ୍ରଦୀପ ଜୁଏଡ, ବଳେଶ୍ବର ପୁଟେଲ, ରୂପକ ପ୍ରଧାନ ଓ ଜଗନ୍ନାଥ ସୁନା ସହଯୋଗ କରିଥିବା ବେଳେ ଆବଶ୍ୟକୀୟ କାଠ ଓ ଅନ୍ୟାନ୍ୟ ଉପଯୁକ୍ତ ସାମଗ୍ରୀ ଯୋଗାଇବାରେ ଯୁବ ସମାଜସେବୀ ଟୁନା ମିଶ୍ର ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like