-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ଜିଲ୍ଲା

ଶିଳ୍ପ ତାଲିମ ଅନୁଷ୍ଠାନ ର ଭିତ୍ତିପ୍ରସ୍ତର ସ୍ଥାପନ

13-Aug-2023



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ସ୍ଥାନ ଚିହ୍ନଟ କରି ଏଠାରେ ଶିଳ୍ପ ତାଲିମ ଅନୁଷ୍ଠାନ ସକାଶେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି।ଓଡ଼ିଶାର ମାନ୍ୟବର ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁଙ୍କ କରକମଳରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ବେଳେ,ବିଜେପୁର ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ,ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ଉମାକାନ୍ତ ବେସନ,ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ,ବରପାଲି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୀନା ଥଇତ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ।ଏହି ଶିଳ୍ପ ତାଲିମ ଅନୁଷ୍ଠାନ ନିର୍ମାଣ ପାଇଁ ଟ୧୩୩୫.୮୫ଲକ୍ଷଙ୍କା ଧାର୍ଯ୍ୟ କରାଯାଇଛି।ଏହି ଅନୁଷ୍ଠାନ ଗଢି ଉଠିଲେ ବିଜେପୁର ନିର୍ବାଚନ ମଣ୍ଡଳୀର ଅନେକ ଯୁବକ ଯୁବତୀ ତାଲିମ ପ୍ରାପ୍ତ ପରେ ଆତ୍ମ ନିର୍ଭରଶୀଳ ହୋଇ ପାରିବେ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like