-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ଅର୍ଦ୍ଧ ଶତକ କଳାକାରଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ଯୁବ କଳାକାର ମହାସଂଘ

13-Aug-2023



ବଲାଙ୍ଗିର(ପ୍ରେରଣା ଖବର)- ଆଜି  ବଲାଙ୍ଗିର ପି.ପି.ଏକାଡେମି ଠାରେ ଜିଲ୍ଲା ଯୁବ କଳାକାର ମହାସଂଘ ବଲାଙ୍ଗିର ତରଫରୁ ପଶ୍ଚିମ ଓଡିଶାର ବିଭିନ୍ନ କଳାକାର କେନ୍ଦ୍ର ସରକାରଙ୍କର ସଂସ୍କୃତି ମନ୍ତ୍ରଣାଳୟରୁ  ପାଇଥିବା ସ୍କୋଳାରସିପ, ଫେଲୋସିପ ପ୍ରାୟ ୧ଠ ଗୋଟି ଜିଲ୍ଲାର ୫ଠ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।  କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ସବୁ ବର୍ଷ ସ୍କୋଲାରସିପ, ଫେଲୋସିପ ରେ କୋସଲାଞ୍ଚଳର ବିଭିନ୍ନ କଳାକାର ମନୋନୀତ ହୋଇଛନ୍ତି ସେମାନଙ୍କୁ ଉତ୍ସାହିତ କରିବା ତଥା କୋସଲାଞ୍ଚଳର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ବିଶ୍ୱଦରବାରରେ ବଂଚାଇ ରଖିବା ପାଇଁ ଜିଲ୍ଲା ଯୁବ କଳାକାର ମହାସଂଘ ତରଫରୁ ପଶ୍ଚିମ ଓଡିଶାର ୧୦ ଜିଲ୍ଲାରୁ ପ୍ରାୟ ୫୦ ଜଣଙ୍କୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ  ନିରଞ୍ଜନ ବିଶି, ଏକ୍ସନ କମିଟି ଆବାହକ ଗୋପାଳଜୀ ପାଣିଗ୍ରାହୀ , ଜିଲ୍ଲା କଳାକାର ସାଂସ୍କୃତିକ ସଂଘର ଜଗଦାନନ୍ଦ ଛୁରିଆ ଏବଂ ଗୋଳାପ ବାଗ, ଜିଲ୍ଲା ଯୁବ କଳାକାର ସଂଘର ସଭାପତି ବିନୋଦ କାଲସାଏ ଏବଂ ଉପଦେଷ୍ଟା ଗୋପାଳ ପଧାନ ପ୍ରମୁଖ ମଂଚାସୀନ ଥିଲେ । ବିରେନ୍ଦ୍ର ପାଣ୍ଡେ ମଂଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ନବିନ କୁଅଁର, ବ୍ରହ୍ମାନନ୍ଦ ବନଛୋର, କପିଳ ଖମାରୀ, ନିଲାଞ୍ଚଳ ନନ୍ଦ, ଅଶୋକ ଦିପ, ହିମାଂଶୁ ଖମାରୀ, ମନରଞ୍ଜନ ସାହୁ, ରଶ୍ମି ପାତ୍ର, ମିଲି ବାରିକ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ସୋମନାଥ ମିଶ୍ର, ସନ୍ଦିପ ବାଗ, ରବି ଖମାରି, ସୁରେଶ ଡାଙ୍ଗ, ହରିଓମ ପଟେଲ, ବିନୟ ସୁନା, ଅଷ୍ଟମି ନାଗ, ପ୍ରିତମ ଠାକୁର, ରଞ୍ଜିତ ପଧାନ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like