-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବ୍ଲକସ୍ତରୀୟ ସାମ୍ବଧାନିକ ସମ୍ମିଳନୀ

13-Aug-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ବ୍ଲକ ସ୍ତରୀୟ ସାମ୍ବିଧାନିକ ସମ୍ମିଳନୀ ବଂଶୀଧର ଉଚ୍ଚ ବିଦ୍ୟାଳୟ ଖଲିଆପାଲି ଠାରେ ରାଜ୍ୟ ଓଷ୍ଟାର ପୂର୍ବତନ ସଭାପତି ବିନୋଦ ବିହାରି ପାଣିଗ୍ରାହୀ ଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସୁଧାଂଶୁ ବାବୁ ପୂର୍ବତନ ରାଜ୍ୟ କାର୍ଯ୍ୟକାରୀ ସଭାପତି, ପ୍ରଧାନ ଶିକ୍ଷକ ସୁକେଶୀ ତ୍ରିପାଠି, ବିଦ୍ୟାଳୟ କମିଟିର ସଭାପତି ଅଭୟ ପ୍ରସାଦ ଷଡଙ୍ଗୀ, ରାଜ୍ୟ ଉପସଭାପତି ସୁଧୀର ନାଏକ, ଯୁଗ୍ମ ସଂପାଦକ ଅନିଲ କୁମାର ସାହୁ, କାର୍ଯ୍ୟକାରୀ ସଭ୍ୟ ଶ୍ରୀବତ୍ସ ଭୋଇ, ପୁଇଁନ୍ତଲା ବ୍ଲକ ସଂପାଦକ ପୂର୍ଣ୍ଣଚନ୍ଦ୍ର ମେହେର, ଦେଓଗାଁ ବ୍ଲକ ସଂପାଦକ ପ୍ରେମରାଜ ପଧାନ ମଂଚାସିନ ଥିଲେ । ଶିକ୍ଷକ ଚିତ୍ତ ରଂଜନ ତ୍ରିପାଠି ଙ୍କ ଅତିଥି ପରିଚୟ ପ୍ରଦାନ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇ ନୂତନ ବ୍ଲକ ସଂଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା ଏବଂ ସର୍ବସମ୍ମତିକ୍ରମେ ସଭାପତି ଭାବରେ ସୁରେସ ଷଡଙ୍ଗୀ, ଉପସଭାପତି ସୁରେନ୍ଦ୍ର ନାଥ ଓ ସାଧନା ପଣ୍ଡା, ସଂପାଦକ ଶଙ୍କର ମିଶ୍ର, ଯୁଗ୍ମ ସଂପାଦକ କୃଷ୍ଣଚନ୍ଦ୍ର ମିଶ୍ର, ମନୋଜ କୁମାର ମିଶ୍ର, ସଂଜୁଲତା ମିଶ୍ର, କାର୍ଯ୍ୟକାରିଣୀ ସଦସ୍ୟ ପବନ ସାହୁ, ରଂଜନ ଆଚାର୍ଯ୍ୟ, ଚିତ୍ତ ରଂଜନ ତ୍ରିପାଠି, ସୁଧାଂଶୁ ଶେଖର ଶତପଥି, ରାଜ୍ୟ ପରିଷଦ ସଦସ୍ୟ ସଂଜୟ ତ୍ରିପାଠି, ସୁଧାନିଧି ମିଶ୍ର ଓ ଇନ୍ଦ୍ରମଣି ସାହୁ ମନୋଜିତ ହୋଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ତାରାକାନ୍ତ ମିଶ୍ର, ଦିଲିପ ପଧାନ, ଗୋବିନ୍ଦ ବଗର୍ତ୍ତି, ସର୍ଜନ ପଟେଲ ପ୍ରମୁଖ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like