-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଏସ ଆର ଏମ ନୂଆପଡ଼ାର ସହଯୋଗରେ ନୂଆପଡା ଠାରେ ବିପଦର ବନ୍ଧୁ ଓଡ଼ିଶା ତରଫରୁ ରକ୍ତଦାନ ଶିବିର

13-Aug-2023



ନୂଆପଡ଼ା(ବିଶି ଚନ୍ଦନ ମାଝୀ): ନୂତନ ତଥା ନିରନ୍ତର  ରକ୍ତଦାତା ସୃଷ୍ଟି, ରକ୍ତଦାନ ପ୍ରତି ସଚେତନତା ଜାଗ୍ରତ କରାଇବା ଓ ରକ୍ତଭାବ ଦୂରୀକରଣ ଉଦ୍ଧେଶ୍ୟରେ ବିପଦର ବନ୍ଧୁ ଓଡିଶା ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ନୂଆପଡାଠାରେ ଆୟୋଜିତ ହୋଇଥିଲା ଏକ ରକ୍ତଦାନ ଶିବିର। ଏହି ଶିବିରରେ ଷ୍ଟୁଡେଣ୍ଟସ୍ ରକ୍ତଦାତା ମହାସଂଘ ପ୍ରମୁଖ ସହଯୋଗ

କରିଥିଲେ। ଉକ୍ତ ରକ୍ତଦାନ ଶିବିରରେ ସର୍ବମୋଟ ୨୫ ଜଣ ସ୍ବେଚ୍ଛାକୃତ ରକ୍ତଦାତା ରକ୍ତଦାନ କରିଥିଲେ। କାର୍ଯ୍ୟକ୍ରମରେ ବିପଦର ବନ୍ଧୁ ଓଡିଶା ସଙ୍ଗଠନର ସକ୍ରିୟ ସଦସ୍ୟ ରାଜେଶ୍ୱର ଦର୍ଜି, ସଞ୍ଜୟ ଦର୍ଜି, ରେବତୀ ନାୟକ, ତୋଷନ ବାଗ, କେଶବ କୁମାର ମିଶ୍ର ଏବଂ ଷ୍ଟୁଡେଣ୍ଟସ୍ ରକ୍ତଦାତା ମହାସଂଘର ସଦସ୍ୟ ପବିତ୍ର ମହାନନ୍ଦ, ହର୍ଷବର୍ଧନ ବାଗ, ପ୍ରତିଭା ପଟେଲ, ଲକ୍ଷ୍ମୀ ଗହୀର, ବିଶ୍ୱଜିତ ରଣା, ମନୋଜ କୁମାର ସାହୁ ଆଦି ପରିଚାଳନା କରିଥିଲେ। ଉକ୍ତ ଶିବିରରେ ନୂଆପଡା ରକ୍ତଭଣ୍ଡାର ସଦସ୍ୟ ରକ୍ତ ସଂଗ୍ରହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like