-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓୟୁଜେ ର କାର୍ଯ୍ୟକାରିଣୀ ବୈଠକ,ସଂଘ ବିରୋଧୀ କାର୍ଯ୍ୟ ପାଇଁ ଓୟୁଜେ ସଦସ୍ୟ ପଦରୁ ବହିସ୍କୃତ ହେଲେ ପାଟଣାଗଡ଼ ର ସଦସ୍ୟ ସଦାଶିବ ସରାଫ

14-Aug-2023



ଖପ୍ରାଖୋଲ(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ହରିଶଙ୍କର ଠାରେ ଜିଲ୍ଲା ଓୟୁଜେ ସଂଘ ର ଏକ କାର୍ଯ୍ୟାକାରିଣୀ ବୈଠକ  ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ରବିବାର ଅନୁଷ୍ଠିତ ହୋଇଯାଇଛି I  ଅନୁଷ୍ଠିତ ବୈଠକ ରେ ଆସନ୍ତା ୧୦ତାରିଖ ଦିନ ବଲାଙ୍ଗିର ଠାରେ  ହେବାକୁ ଥିବା ରାଜ୍ୟ କାର୍ୟକାରିଣୀ ବୈଠକ‌ ବିଷୟରେ ଆଲୋଚନା‌ ହୋଇଥିବା ବେଳେ ପୁର୍ବରୁ ଟିଟିଲାଗଡରେ ହୋଇଥିବା କାର୍ଯ୍ୟକାରିଣୀ‌ ବୈଠକରେ ଓୟୁଜେ ର ସଦସ୍ୟ ସଦାଶିଵ ସରାଫ ସଂଘ  ବିରୋଧି କାର୍ଯ୍ୟ କରିବା ସହିତ ସଂଘ ସଭାପତିଙ୍କୁ ଅପମାନ କରିଥିଲେ ଏନେଇ ତାଙ୍କୁ ସଂଘ ପକ୍ଷରୁ କାରଣ ଦର୍ଶାଅ ନୋଟିସ କରାଯାଇଥିଲା l ସେ ନିର୍ଦିଷ୍ଟ  ସମୟରେ ଉତ୍ତର ଦେବା ବଦଳରେ ଏନେଇ ସୋସିଆଲ ମିଡ଼ିଆ ରେ  ଅରୁଚିକର ମନ୍ତବ୍ୟ ଗୁଡିକ ଦେଉଥିଲେ l ତେଣୁ ଆଜିର ବୈଠକରେ ଉପସ୍ଥିତ ସମସ୍ତ ସଦସ୍ୟ ଏବ ସଂଘର  ନିଷ୍ପତି କ୍ରମେ ଓୟୁଜେ ସଙ୍ଘରୁ ତାଙ୍କୁ ବହିସ୍କୃତ କରାଯାଇଛି । ସଦାଶିବ ସରାଫ (ପାଟଣାଗଡ଼) ଆଜି ଠାରୁ ଓୟୁଜେ ର ସଦସ୍ୟ ନୁହନ୍ତି କି କୌଣସି ପଦପଦବୀ ସେ ନାହାନ୍ତି ବୋଲି ଓୟୁଜେ ବଲାଙ୍ଗିର ଶାଖା ପକ୍ଷରୁ ଏକା ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦିଆଯାଇଛି l ଆଗାମୀ ଦିନରେ ସଂଘ କୁ ଆହୁରି ମଜବୁତ କରିବା ସହ ସଙ୍ଘ ବିରୋଧୀ କାର୍ଯ୍ୟ କରୁଥିବା ସଦାସ୍ୟ ଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ଉପସ୍ଥିତ ସଦସ୍ୟ ମାନେ ମତ ରଖିଥିଲେ l କାର୍ଯ୍ୟକ୍ରମକୁ ଜିଲ୍ଲା ସାଧାରଣ ସମ୍ପାଦକ ଅଭୟ ତ୍ରିପାଠୀ ପରିଚାଳନା କରିଥିବା ବେଳେ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପରିଷଦ ସଦସ୍ୟ ରିତୁରାଜ୍ ସିଂହ, ନବୀନ ପସାୟତ, ପ୍ରବୀଣ ପୁରୋହିତ,ପ୍ରହଲ୍ଲାଦ ପାଢି, ଦିଲୀପ ଭୋଇ, ସୁବୋଧ ମେହେର, ଉମାକାନ୍ତ ପଧାନ,  ଜ୍ୟୋତିରଞ୍ଜନ ପଣ୍ଡା, ବିହାରୀ ପଧାନ, ନରେନ୍ଦ୍ର ଭୋଇ, ପ୍ରମୁଖ ଯୋଗ ଦେଇଇ ନିଜ ମତ ରଖିଥିଲେ l  ଶେଷରେ ତାପସ ରଞ୍ଜନ ବେହେରା ଧନ୍ୟଵାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like