-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗୋଦାମରୁ ବେଆଇନ ୩୩.୪୫କୁଇଣ୍ଟାଲ ଚାଉଳ ଜବତ

14-Aug-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)- ଡୁଙ୍ଗୁରିପାଲି ଭାରତୀୟ ଖାଦ୍ୟ ନିଗମ ସମ୍ମୁଖ ଏକ ଗୋଦାମ ଘରୁ ଆଜି ୩୩କ୍ୟୁଣ୍ଟାଲ ୪୫କେଜି  ବେଆଇନ ଚାଉଳ ଡୁଙ୍ଗୁରିପାଲି ପୋଲିସ ଜବତ କରିଥିବା ଜଣାଯାଏ । ପ୍ରାପ୍ତ ସୂଚନା ଅନୁସାରେ ଭାରତୀୟ ଖାଦ୍ୟ ନିଗମ ସମ୍ମୁଖରେ ଡୁଙ୍ଗୁରିପାଲି ପୋଲିସ ଏବଂ ଯୋଗାଣ ଅଧିକାରୀ ସୁବତ୍ର କୁମାର ପାଣି ମିଳିତ ଭାବରେ ରଞ୍ଜନ ସ୍ୱାଇଁଙ୍କ ଗୋଦାମ ଉପରେ ଅତର୍କୀତ ଚଢାଉ କରିଥିଲେ ।  ଚଢାଉ ସମୟରେ ସେଠାରୁ ସରକାରୀ ଲଗୋଥିବା ଚାଉଳ ବସ୍ତାରେ ଚାଉଳ ବାହାରି ଥିଲା ।  ଉକ୍ତ ଚାଉଳ ସେ ଗାଡି ଚାଳକମାନଙ୍କଠାରୁ କିଣିଥିବା ପ୍ରକାଶ କରିଥିଲେ ।  ସବୁଠାରୁ ଆଶ୍ଚର୍ଯ୍ୟର କଥା ସେଠାରେ ସରକାରୀ ଲଗୋ ଲାଗିଥିବା ବସ୍ତା ବଣ୍ଡଲ ରହିଥିଲା । ଉକ୍ତ ବସ୍ତା ଗୁଡିକ ବ୍ୟବହାର ମଧ୍ୟ ହୋଇନଥିଲା । ଏହି ବସ୍ତା ଗୁଡିକ ମିଲ ଏବଂ ଏଫସିଆକୁ ସରକାର ଯୋଗାଇଥାନ୍ତି ।

ଥରେ ବ୍ୟବହାର ହେଲେ ଉକ୍ତ ବସ୍ତା ଗୁଡିକ ସର୍ବସାଧାରଣ ବଜାରରେ ମିଳି ଥାଏ । କିନ୍ତୁ ବ୍ୟବହାର ନ ହୋଇ ନୂତନ ବସ୍ତା କେଉଁଠାରୁ ଆସିଥିଲା । ଉକ୍ତ ବସ୍ତା ଗୁଡିକ କୌଣସି ମିଲର୍ସଠାରୁ କିମ୍ବା ଏଫସିଆଇଠାରୁ ଆଣିଥାଇପାରନ୍ତି । ଯାହାକି ଚାଉଳ ଯୋଗାଣ ଉକ୍ତ ବସ୍ତାରେ ହୋଇ ପାରିବ ।  ଏଣୁ  ଏବିଷୟରେ ତାଙ୍କୁ ପଚାରିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନଥିଲେ ।  ଏଫସିଆଠାରେ ମିଲର୍ସ ମାନଙ୍କ ଚାଉଳ ଗାଡି ରହିଥାଏ । ବହୁ ସଂଖ୍ୟାରେ ଗାଡି ଗୁଡିକ ଏଠାରେ ଅଟକୁ ଥିବା ବେଳେ ଚାଳକମାନେ ଚାଉଳ ବିକ୍ରୀ କରିଥିବା ସେ ପ୍ରକାଶ କରନ୍ତି । କିନ୍ତୁ ଉକ୍ତ ଚାଉଳ ଯାଉଛି କୁଆଡେ ଏହାର ତଦନ୍ତ ଜରୁରୀ ଅଟେ । ଚାଉଳ ଗୁଡିକ ସାଧାରଣ ଲୋକେ କିଣି ଥାନ୍ତି ବୋଲି ସେ ପ୍ରକାଶ କରିଥିଲେ ମଧ୍ୟ ଏତେ ପରିମାଣର ଚାଉଳ ସାଧାରଣରେ ବିକ୍ରୀ ହେବା ସନ୍ଦେହ ଜନକ । ଏହା କୌଣସି ମିଲର୍ସ କିଣିଥାଇ ପାରନ୍ତି ବା ତାଙ୍କର ହାତ ଥାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ତଦନ୍ତ ଜାରି ରଖିଛି ।ଗୋଦାମରୁ ବେଆଇନ ୩୩.୪୫କୁଇଣ୍ଟାଲ ଚାଉଳ ଜବତ
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like