-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||     

HOME   ଜିଲ୍ଲା

ହତ୍ୟା ଅଭିଯୋଗରେ ଜେଲ୍ ଯାଇଥିବା ଯୁବକ ନିର୍ଦ୍ଦୋଷରେ ଖଲାସ

14-Aug-2023



ବଲାଙ୍ଗୀର, ଗତ ୨ଠ୧୭ ମସିହାରେ ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ପୁରୁନାପାନି ଗାଁ ର ଶୁଲିଆ ମଠରେ ରହୁଥିବା ପୂଜକ ବସନ୍ତ ଭୋଇ ଙ୍କୁ କେହି ଜଣେ ବିଭତ୍ସ ଭାବରେ ହତ୍ୟା କରିଥିଲେ । ହତ୍ୟା ଘଟଣାର ୨୨ ଦିନ ପରେ ମଠରେ ରହୁଥିବା ରାଜୀବ ଭୋଇ ନାମକ ଜଣେ ବ୍ୟକ୍ତିଙ୍କୁ ତରଭା ନିକଟରୁ ତୁଷୁରା ପୋଲିସ ଗିରଫ କରିଥିଲା ।  ମଠରେ ଥିବା ରାଜୀବଙ୍କ ଲୁଗାପଟା  ଓ ଆଧାର  କାର୍ଡ କୁ ଜବତ କରିବା ସହ ହତ୍ୟା ଘଟଣା ପରେ ରାଜୀବ ଫେରାର୍ ଥିବା ଯୋଗୁଁ ପୋଲିସ ସନ୍ଦେହରେ ରାଜୀବକୁ ଗିରଫ କରିଥିଲା । ଦଫା ୩ଠ୨ରେ ମୁଦାଲା ରାଜୀବ ଭୋଇ ୨ଠ୧୭  ମସିହାରୁ ଜେଲଦଣ୍ଡ ଭୋଗୁଥିବା ବେଳେ  ବଲାଙ୍ଗୀର ଏଡିଜେ(ଫାଷ୍ଟ)ଙ୍କ କୋର୍ଟରେ ଏହି ମାମଲାର ଶୁଣାଣି ଚାଲିଥିଲା । ସେସନ୍ସ କେଶ ନମ୍ବର ୮୭/୦୪/୧୮/ ୨ଠ୧୭ ଆଧାରରେ  ଏହି ମାମଲାରେ ପ୍ରାୟ ୧୫ ଜଣ ସାକ୍ଷୀଙ୍କ ଶୁଣାଣି ହୋଇଥିଲା । ତେବେ ହତ୍ୟାକାଣ୍ଡର ବିଭିନ୍ନ   ପାରିପାର୍ଶ୍ବିକ ସ୍ଥିତି, ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଆଜି ମାନ୍ୟବର ଏଡିଜେ (ଫାଷ୍ଟ) ମୁଦାଲା ରାଜୀବ ଭୋଇଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମୁଦାଲାଙ୍କ ତରଫରୁ ଆଇନଜୀବୀ ଏସ୍ ଲତାଶ୍ରୀ କେଶ ପରିଚାଳନା କରୁଥିବା ବେଳେ  ସରକାରଙ୍କ ତରଫରୁ ସରକାରୀ ଓକିଲ ପ୍ରଦୀପ ପାଢ଼ୀ ମୁକଦ୍ଦମା ଲଢ଼ୁଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026

You Might Also Like