-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ପ୍ରାର୍ଥନା କ୍ଲାସ ପରିଦର୍ଶନ କଲେ ବ୍ଲକ ଶିକ୍ଷା ଅଧିକାରୀ

14-Aug-2023



ବରଗଡ:-ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ସୋମବାର ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ପହଞ୍ଚି ଛାତ୍ର ଛାତ୍ରୀ ଙ୍କ ପ୍ରାର୍ଥନା କ୍ଲାସ ପରିଦର୍ଶନ କରିଥିଲେ ।ଏହି ଅବସର ରେ ଛାତ୍ର ଛାତ୍ରୀ ଙ୍କ  ପାଇ ଆୟୋଜିତ ହେଉଥିବା ବିଭିନ୍ନ ବୌଦ୍ଧିକ କ୍ରିୟାକଳାପ ପରିଦର୍ଶନ କରିବା ସହିତ କିପରି ଛାତ୍ର ଛାତ୍ରୀ ସଂପୃକ୍ତି ଆହୁରି ରହିବ ସେ ବିଷୟ ରେ ବିଭିନ୍ନ ପରାମର୍ଶ ପ୍ରଦାନ କରିବାସହ ଶାନ୍ତି ଶୃଙ୍ଖଳା କୁ ପ୍ରାଥମିକତା ପ୍ରଦାନ କରିବା ସହିତ ସ୍କୁଲ ପରିବେଶକୁ ସ୍ୱଚ୍ଛ ରଖିବା  ସହିତ ବିଦ୍ୟାଳୟର ବିଭିନ୍ନ କାର୍ଯ୍ୟ କ୍ରମ ର ଦାୟିତ୍ବ  ବିଭିନ୍ନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦାୟିତ୍ବ ପ୍ରଦାନ କରି  ବ୍ଲକ ଶିକ୍ଷା ଅଧିକାରୀ ଙ୍କ ପାଖରେ  ଦାଖଲ କରିବା ପାଇଁ ପ୍ରଧାନ ଶିକ୍ଷକଙ୍କୁ  ନିର୍ଦ୍ଦେଶ ପ୍ରଦାନ କରିଥିଲେ।ଏହି ଅବସର ରେ ସି ଆର ସି ସି ପାର୍ବତୀ ସାହୁ ଉପସ୍ଥିତ ରହିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like