-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାନବିକତା ହରାଇଛି ବରଗଡ ସହର

14-Aug-2023



ବରଗଡ:-ବରଗଡ ସହରରେ ଅବାଧ ଡମ୍ଫର ଓ ହାଇୱା ଟ୍ରାଫିକ ନିୟମ ଉଲଙ୍ଘନ କରି ବାଲି,ଗେଟି,ଚିପ୍ସ ଏପରିକି ମାଟି ଚାଲାଣ କରୁଥିବା ଅଭିଯୋଗ ପରେ ମଧ୍ୟ ଜିଲ୍ଲା ପ୍ରଶାସନ ପକ୍ଷରୁ କୈାଣସି କାର୍ଯ୍ୟାନୁଷ୍ଠାନ ନହେବା ଫଳରେ ଅଧିକାଂଶ ସମୟରେ ବୁଲା ଗାଈଗୋରୁ ଦୁର୍ଘଟଣାରେ ଆହତ ହୋଉଛନ୍ତି।ଗତ ରାତିରେ ଏକ ବୁଲା ଷଣ୍ଢ କୁ ଏକ ଡମ୍ଫର ପିଟି ଦେବା ଫଳରେ ବରଗଡ ଜିଲ୍ଲା ଏସ.ପି ଅଫିସ ସମ୍ମୁଖ ଦୋକାନ ପାଖରେ ରକ୍ତାକ୍ତ ହୋଇ ପଡିଥିବା ଜଣାପଡିଛି।ଶିଙ୍ଗ ଭାଙ୍ଗିବା ଓ ଗୋଡ଼ ଭାଙ୍ଗିଯାଇ ଷଣ୍ଢଟି ମୃତ୍ୟୁସହ ସଂଗ୍ରାମ କରୁଛି।ପ୍ରାଣିଧନ ଡାକ୍ତର ସାମୟିକ ଚିକିତ୍ସା କରି ଛାଡ଼ି ଚାଲିଯିବା କେତେଦୂର ଠିକ ଆପଣ ମାନେ ବିଚାର କରନ୍ତୁ।ଏହି ରାସ୍ତା ଦେଇ ବୀର ଜବାନଙ୍କ ପାର୍ଥିବ ଶରୀର କୁ ନେଇ ପୋଲିସ ବାହିନୀ ଯିବାବେଳେ ମଧ୍ୟ ଏହି ଦୃଶ୍ୟ ସେମାନଙ୍କ ଆଖି ଆଢୁଆଳରେ ରହିଯାଇଥିଲା।ବରଗଡ ସହରର ଏସ.ପି ଅଫିସ ଛକ,ଗାନ୍ଧୀ ଛକ,ଭଟଲି ଛକ ଅଞ୍ଚଳ ତଥା ନଦୀ ପଡାରେ ଅବାଧ ଗାଈଗୋରୁ ରାସ୍ତା ଉପରେ ଛିଡା ହୋଇ ଟ୍ରାଫିସ ସମସ୍ୟାରେ ବାଧକ ସୃଷ୍ଟି ହେଉଥିବା ବେଳେ,ଜିଲ୍ଲା ପ୍ରଶାସନର ମୁଖ୍ୟ ଆଇ.ଏ.ଏସ ଜିଲ୍ଲାପାଳ ଥିବା ସତ୍ତ୍ୱେ ଜିଲ୍ଲା ପ୍ରଶାସନ ଏବଂ ପୈାରପରିଷଦର ପ୍ରଶାସନ ନିଦ୍ରାରେ ଶୋଇଥିବା ଭଳି ଜଣାଯାଏ।ଅଧିକାଂଶ ଚୋରାଚାଲାଣକାରୀ ଗାଈ ଗୋରୁଙ୍କୁ ଦୁର୍ଘଟଣା ଘଟାଇ ଟ୍ରାଫିକ କୁ ଭୂକ୍ଷେପ ନକରି ଚାଲି ଯାଉଥିବା ବେଳେ,କୈାଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ବରଗଡ ସହରରେ ଗାଈଗୋରୁଙ୍କ ପାଇଁ ଏକ ଅଭିଶାପ ସଦୃଶ।ଏମିତି କି ବହୁ ଗାଈଗୋରୁ ସହରରେ ପଡିରହିଥିବା ଜରି ଖାଇ ମୃତ୍ୟୁ ବରଣ ହେଉଥିବା ମଧ୍ୟ ଜଣାଯାଏ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like