-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିବିଧତା ଭିତରେ ଏକତା ହିଁ ଆମ ପରିଚୟ*- *ଆଗକୁ ଧର୍ମ ଓ ଜାତି ଭିତ୍ତିକ ଶିକାର ନ ହେଉ ଭାରତ

14-Aug-2023



ସୁବର୍ଣ୍ଣପୁର. (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ବିଭାଜନ ବିଭୀଷିକା ଅନୁଚିନ୍ତା  ଦିବସ ପାଳିତ ହୋଇ ଯାଇଛି।ସହରର ସ୍ଥାନୀୟ ପ୍ରଭାସ ହୋଟେଲ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ କରାଯାଇଛି। ଜିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ରଙ୍କ ପୌରହିତ୍ୟରେ ଏହି ସ୍ମୃତି ସଭାରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତା ଯୋଗ ଦେଇଥିଲେ।ଏହି ସ୍ମୃତି ସଭାରେ ଭାରତବର୍ଷରେ 1947 ଅଗଷ୍ଟ 14 ତାରିଖରେ ହୋଇଥିବା ଭୌଗଳିକ ବିଭାଜନକୁ ବିଜେପି କାର୍ଯ୍ୟକର୍ତା ମନେ ପକାଇ ସେ ଦିନର ବିଭୀଷିକା ସମ୍ପର୍କରେ ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ସେହିପରି ରାଷ୍ଟ୍ରର ଭୌଗଳିକ ବିଭାଜନ ରାଷ୍ଟ୍ର ପାଇଁ ହିତକର ହୋଇ ନ ଥିବା ବେଳେ ସାଂସ୍କୃତିକ ଭାବେ ଅଖଣ୍ଡ ଭାରତ ନିର୍ମାଣ ପାଇଁ ସଭିଏଁ ଆଗେଇ ଆସିବା ପାଇଁ ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ର ଆହ୍ୱାନ ଦେଇଥିଲେ।ଆଗାମୀ 2047 ମସିହା ବେଳକୁ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ସହିତ ଆଗାମୀ 5 ବର୍ଷ ମଧ୍ୟରେ ଭାରତ ବର୍ଷକୁ ଏକ ଶକ୍ତିଶାଳୀ ଆର୍ଥିକ ରାଷ୍ଟ୍ରରେ ପରିଣତ କରିବା ପାଇଁ ସଭିଏଁ ନିଜ ନିଜର କାର୍ଯ୍ୟ ନିଷ୍ଠାର ସହିତ କରିବା ପାଇଁ ଅନୁରୋଧ କରିଥିଲେ।ତେବେ ଗତ 76 ବର୍ଷ ଭିତରେ ଭାରତ ବର୍ଷର ଭୌଗଳିକ ସୀମା ଅନେକ ସମୟରେ ପରିବର୍ତ୍ତନ ହୋଇଛି।ଭାରତ ବର୍ଷର ସ୍ୱାଧୀନ ସରକାର ଅନେକ ସମୟରେ ଭୀଷଣ ଯୁଦ୍ଧର ସମ୍ବୁଖିନ ହୋଇଛି।କେତେବେଳେ ବିଜୟ ତ ଆଉ କେତେବେଳେ ଯୁଦ୍ଧରେ ପରାଜୟର ସ୍ୱାଦ ଅନୁଭବ କରିଛି।  ଆଗକୁ ଧର୍ମ ଭିତ୍ତିକ, ଜାତି ଭିତ୍ତିକ ବିଭାଜନ ର ଶିକାର ନ ହେଉ l  ଇଂରେଜ ଲୋକେ ସୁ -ଚିନ୍ତିତ ଭାବେ କରିଥିବା ଏ ଚକ୍ରାନ୍ତ  ପାଇଁ ଭାରତ ର କିଛି ସ୍ୱାର୍ଥ ବାଦୀ କ୍ଷମତା ଲିପଶୁ ରାଜ ନେତା ହିଁ ଦାୟୀ ଅଟନ୍ତି l ତେବେ ଶାନ୍ତିପ୍ରିୟ ଏହି ଭୂଖଣ୍ଡର ଅଧିବାସୀ ଏବେ ସାଂସ୍କୃତିକ ଯୁଦ୍ଧର ସମ୍ବୁଖିନ ହୋଇଥିବା ବେଳେ ସାଂସ୍କୃତିକ ଯୁଦ୍ଧରେ ବିଜୟୀ ହୋଇ ଅଖଣ୍ଡ ସାଂସ୍କୃତିକ ଭାରତ ବର୍ଷର ଗଠନ ଦିଗରେ ସଭିଏଁ ଉଦ୍ୟମରତ।ତେବେ ଏହା ନିକଟ ଭବିଷ୍ୟତରେ ଫଳବତୀ ହେବାର ଆଶା ରହିଛି ବୋଲି ଏହି ସ୍ମୃତି ସଭାରେ ବକ୍ତାମାନେ ନିଜ ନିଜର ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like