-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କେଉଁଟ, କୈବର୍ତ୍ତ ଏବଂ ଧୀବର ହଟାଅ ଆନ୍ଦୋଳନ ଆଗଲପୁର ଠାରେ ଅନୁଷ୍ଠିତ

15-Aug-2023



ଆଗଲପୁର, (ବିନୋଦ କୁମାର ଦୀପ) କେଉଁଟ, କୈବର୍ତ୍ତ ଏବଂ ଧୀବର ହଟାଅ ଆନ୍ଦୋଳନ ଆଗଲପୁର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା l ଏହି ଆନ୍ଦୋଳନ ର ଆବାହକ ଡିଙ୍ଗର କୁମ୍ଭାର, ମୁଖ୍ୟ ଅତିଥି ଅବସର ପ୍ରାପ୍ତ  ଅତିରିକ୍ତ ପୋଲିସ ଅଧିକ୍ଷକ ହେମସାଗର ନନ୍ଦ, ସମ୍ମାନିତ ଅତିଥି ଅବସର ପ୍ରାପ୍ତ ଡେପୁଟି କଲେକ୍ଟର ବିଜ୍ଞାନ କୁମ୍ଭାର, ସମାଜସେବୀ ଶ୍ରୀ ବିଜୟ ମହାନନ୍ଦ, ଆଇନଜୀବି ଖଗେଶ୍ୱର ନାଗ, ବହୁଜନ ସମାଜ ପାର୍ଟୀ ଜିଲ୍ଲା ସଭାପତି ଦ୍ରୋଣ କୁମ୍ଭାର, ଅବସର ପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ଆରୁଣୀ ମହାନନ୍ଦ, ରୋଥ ଗ୍ରାମ ପଂଚାୟତ ସରପଞ୍ଚ ଜୟଲାଲ ସିନ୍ଦୁର, ଅଶୋକ ବାରିକ, ଲାଲମନ ନାଗ ତଥା ଗଣ୍ଡା, ଘାଷି ଓ ଚମାର ସମାଜର ଅନେକ ବରିଷ୍ଠ ବୁଦ୍ଧିଜୀବି ଉପସ୍ଥିତ ଥିଲେ l 

ଏହି କାର୍ଯ୍ୟକ୍ରମକୁ ଝସକେତନ ମହାନନ୍ଦ ପରିଚାଳନା କରିଥିଲେ ଏବଂ ଆଗାମୀ 2024 ମସିହାରେ ଯେମିତି କେଉଁଟ, କୈବର୍ତ୍ତ ତଥା ଧିବର ସବର୍ଣ୍ଣ SC ମାନଙ୍କୁ ବିଧାନସଭା ଓ ଲୋକସଭା ନିର୍ବାଚନ ଯେଉଁଠି ସଂରକ୍ଷଣ ଅଛି ସେଠି ଟିକେଟ ନ ଦିଆଯିବାକୁ ଆଗଲପୁର ତହସିଲଦାର ସୁଶ୍ରୀ ସାରୋଜା ବେହେରା ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇ ଥିବାବେଳେ 15 ଶହ ରୁ ଉର୍ଦ୍ଧ ଲୋକଙ୍କ ଏକ ବିଶାଳ ରେଲି ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like