-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

୭୭ତମ ସ୍ୱାଧିନତା ଦିବସ:-୨୦୨୩ *ଆସନ୍ତୁ ଗର୍ବରେ କହିବା ଆମେ ସବୁ ଭାରତୀୟ:-ମୋତିରାମ ସାହୁ

15-Aug-2023



ବରଗଡ:-ଆଜି ସ୍ୱାଧିନତାର ୭୭ତମ ସ୍ୱାଧିନତା ଦିବସ ବରଗଡ ଜିଲ୍ଲା ବିଜେପୁର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି।ଏ ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକ ସଂଘର ସଭାପତି ନବକିଶୋର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିବାବେଳେ, ସ୍ଥାନୀୟ ଭାରତୀୟ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସିନିୟର୍ ଆସିଷ୍ଟାଣ୍ଡ ବୃନ୍ଦାବନ ଭୋସାଗର ଜାତୀୟ ପତାକା ଉତ୍ତୋଳନ କରିଥିଲେ।ପଞ୍ଚାୟତ ସମିତି ପରିସରରେ ତ୍ରିରଙ୍ଗା ପତାକା ବ୍ଲକର ଅଧ୍ୟକ୍ଷ ମୋତିରାମ ସାହୁ ଉତ୍ତୋଳନ କରିଥିବାବେଳେ,ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର ଜାତୀୟ ପତାକା ଉତ୍ତୋଳନ କରିଥିଲେ।ସ୍ଥାନୀୟ ସାଧାରଣ ପ୍ୟାରେଡ ପଡିଆରେ ବ୍ଳକ ଅଧ୍ୟକ୍ଷ ମୋତିରାମ ସାହୁ ଜାତୀୟ ପତାକା ଉତ୍ତୋଳନ ସହ ୭୭ତମ ସ୍ୱାଧିନତା ଦିବସ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ।ଏକ୍ରମରେ ସମସ୍ତ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ,ଅନୁଷ୍ଠାନ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଖୁବ ଆଡମ୍ବର ପୂର୍ଣ୍ଣ ଭାବରେ

ସ୍ୱାଧିନତା ଦିବସ ପାଳନ ହୋଇଯାଇଛି।ଏଠାରେ ସୂଚନାଯୋଗ୍ୟ ଯେ,ବିଜେପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ୱାଧିନତା ଦିବସ ଉପରେ ସ୍ଥାନୀୟ ମହାବିଦ୍ୟାଳୟ ତଥା ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ବକୃତା ପ୍ରତିଯୋଗୀତା ମାନଙ୍କୁ ସ୍ଥାନୀୟ ପ୍ୟାରେଡ ପଡ଼ିଆରେ ଅନୁଷ୍ଠିତ ସ୍ୱାଧିନତା ଦିବସ ରେ ମୁଖ୍ୟ ଅତିଥି ମୋତିରାମ ସାହୁ ପୁରସ୍କାର ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like