-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||     

HOME   ଜିଲ୍ଲା

          ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ସ୍ୱାଧୀନତା ଦିବସ ପାଳିତ

15-Aug-2023



ସାଲେଭଟା(ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୂର୍ଯ୍ୟୋଧନ ପଶାୟତ ଆୟୋଜିତ ହୋଇଥିବା ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । ପରିଚାଳନା କମିଟୀର ସଭାପତି ବିପିନ ସାହୁ ମୂଖ୍ୟ ଅତିଥି ଭାବରେ ପତାକା ଉତ୍ତୋଳନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଅମର ସାହୁ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଦିବସର ମହତ୍ୱ ବୁଝାଇବା ସହିତ  ଆଗାମୀ ଦିନରେ ଦେଶ ଉଦ୍ଦେଶ୍ୟରେ ସମସ୍ତେ ସବା କାର୍ଯ୍ୟ କରିବାକୁ ମତବ୍ୟକ୍ତ କରିଥିଲେ ।

ଛାତ୍ରଛାତ୍ରୀ ସ୍ନିଗ୍‌ଧା ରାଣୀ ସାହୁ, ପୂଜା ସାହୁ ଓ ଅତୁଳ ସାହୁ ମଧ୍ୟ ଭବ୍ୟ ସଭାରେ ନିଜସ୍ୱ ବକ୍ତବ୍ୟ ରଖିଥିଲେ । ବରିଷ୍ଠ ଶିକ୍ଷକ ଗୋବିନ୍ଦ ସାହୁ କାର୍ଯ୍ୟକ୍ରମର  ସଂଯୋଜନା କରିଥିଲେ । ସକାଳ  ଭୋର ୪.୩୦ ରୁ ଛାତ୍ରଛାତ୍ରୀ ମାନେ ରାମଧୁନ ଗାନ ପୂର୍ବକ ପ୍ରଭାତ ଫେରୀ କରିଥିଲେ । ବିଦ୍ୟଳୟରେ ପତାକା ଉତୋଳନ ପରେ ପରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ବୃନ୍ଦ ଗ୍ରାମ ପରିକ୍ରମା କରିଥିଲେ । ପରେ ସ୍କୁଲ ପରିସରରେ ଏକ ସ୍ୱଚ୍ଚତା ଅଭିଯାନ ଆୟୋଜିତ ହୋଇଥିଲା ।

ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ଶିକ୍ଷିକା ଦିଲ୍ଲୀପ କୁମାର ଥନାପତି, ରାଜ କିଶୋର ମହାକୁର, ମଂଟେଶ କୁମାର ସାହୁ, ପିଙ୍କ କର୍ଣ୍ଣ ଏବଂ କମିଟୀ ସଭ୍ୟସଭ୍ୟା ପଙ୍କଜିନୀ ଥନାପତି, ସୂଜାତା ବିଶ୍ୱାଳ, ବୀରବର ଛତ୍ରପାଲ, ଅରୂପା ପଧାନ, ଅଜୟ ସିଂ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 
 


News Comment




Photo in News

Advertisment
Lastest News
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026

You Might Also Like