-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

          ମିାୟାବର୍ହା ସ୍କୁଲରେ  ମିଳିତ ଭାବେ ସ୍ୱାଧିନତା ଦିବସ ପାଳିତ

15-Aug-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର))ସୁବର୍ଣ୍ଣପୁପର  ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ କେଗିବିଭି ରେ ମିଳିତ ଭାବେ ୭୭ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଉ.ପି ସ୍କୁଲ ରପ୍ରଧାନଶିକ୍ଷୟିତ୍ରୀ ମୌନାବତୀ ଜାଲ ଜାତୀୟ  ତ୍ରୀରଂଗା ପତାକା ଉତୋଳନ କରିଥିବା ବେଳେ  ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଭବ୍ୟ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । ସକାଳ  ଭୋର ୪.୩୦ ରୁ ଛାତ୍ରଛାତ୍ରୀ ମାନେ ରାମଧୁନ ଗାନ ପୂର୍ବକ ପ୍ରଭାତ ଫେରୀ କରିଥିଲେ । ବିଦ୍ୟଳୟରେ ପତାକା ଉତୋଳନ ପରେ ପରେ ଛାତ୍ରଛାତ୍ରୀ

ଏବଂ ଶିକ୍ଷକ ବୃନ୍ଦ ଗ୍ରାମ ପରିକ୍ରମା କରିଥିବା ସହିତ ସ୍କୁଲ ପରିସରରେ ଏକ ସ୍ୱଚ୍ଚତା ଅଭିଯାନ ଆୟୋଜିତ କରିଥିଲେ । ଏହା ପରେ ହାଇସ୍କୁଲ ପରିସରରେ ଆଜାଦୀ ତଥା ସ୍ୱାଧିନତା ଲଢେଂଇ ସଂର୍ପକିତ ଦେଶାତ୍ମବୋଧକ ଗୀତର ତାଳେ ତାଳେ ଏକ  ଡ୍ୟାନସ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।  ଗ୍ରାମ ପରିକ୍ରମାକୁ ଖେଳ ଶିକ୍ଷକ ପ୍ରହଲ୍ଲାଦଶ ଦାଶ ଏବଂ ଚୈତନ୍ୟ ବାରିକ ପରିଚାଳନା କରିଥିଲେ ।

ସମଗ୍ର କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷକ ତଥା ଜିଲ୍ଲା ସ୍କଉଟ ତାଲିମ କମିଶନର ଦିନବନ୍ଧୁ ପ୍ରଧାନ ପରିଚାଳନା କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ଶିକ୍ଷିକା ନନ୍ଦି ଘୋଷ ବାରିକ, ସଦାନନ୍ଦ ପଧାନ, ସଂଜୀବ ପୂଜାରୀ, ବହ୍ଲବୀ, ସୁମତୀ, କମିଟୀ ସଦସ୍ୟ, ଏସଏଚଜି ଗ୍ରୁପ ର ସଦସ୍ୟା ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like