-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଝରାପଡା ର କୁନିକୁନି ଛୁଆଙ୍କସହ ସ୍ୱାଧୀନତା ଦିବସ ପାଳିଲେ ଓଡିଶା ସାମ୍ବାଦିକ ସଂଘ

15-Aug-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )- ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ପଞ୍ଚାୟତ ର ଝରାପଡା ର ଅଧିବାସୀ ଭାରତ ସ୍ୱାଧୀନତା ର ୭୭ ବର୍ଷ ପରେ   ଆଜି  ପ୍ରଥମ ଥର ପାଇଁ ତ୍ରିରଙ୍ଗା ପତାକା  ଉଡାଇ ଭାରତ ମାତାକି ଜୟ ର ଧ୍ୱନି ରେ ସମଗ୍ର ଗଗନପବନ ପ୍ରକମ୍ପିତ କରିଥିଲେ  l  ହରଘର ତ୍ରିରଙ୍ଗା  ର ବାର୍ତ୍ତା ନେଇ ସୁବର୍ଣ୍ଣପୁର ଓଡ଼ିଶା ସାମ୍ବାଦିକ ସଂଘ ର କର୍ମକର୍ତ୍ତା ଝରାପଡା ଗ୍ରାମର

ପ୍ରତିଘରେ ତ୍ରିରଙ୍ଗା ପତାକା ବାଣ୍ଟି ବା ସହ ସେଠାରେ ଗାଁ ର ବୟୋଜ୍ୟେଷ୍ଠ ଙ୍କହାତରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ  l ଏକଦା ଏହିଗ୍ରାମଟି ସବୁଠାରୁ ଅବହେଳିତ ହୋଇ ସେଠାକାର ଅଧିବାସୀ ସର୍ବନିମ୍ନ ମୈ।ଳିକ ସୁବିଧାରୁ ବଞ୍ଚିତ ଥିଲେ। ଖବରପାଇ ସୋନପୁର ଓଜେୟୁ ଟିମ୍ ସେଠାରେ ପହଞ୍ଚି ଲୋକଙ୍କର ଦୁର୍ଦ୍ଦଶା କୁ ଉପଲବ୍ଧି କରି ସେଠାରୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଙ୍କୁ ଫୋନ ଯୋଗେ ସବୁକଥା ଜଣାଇଥିଲେ। ପରବର୍ତ୍ତୀ ସମୟରେ ଏମାନଙ୍କ ଦୁଃଖ ଦୁର୍ଦ୍ଦଶା ସବୁକୁ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବାପରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ ଏମାନଙ୍କ ପାଖରେ ପହଞ୍ଚି ପ୍ରଥମେ ପଲିଥିନ,ପିଇବା ପାଣି ପାଇଁ ନଳକୂପ ଖନନ ସହ ଗତକାଲି ବିଦ୍ୟୁତ ସଂଯୋଗ ମଧ୍ୟ ହେବା ଦ୍ଵାରା ସେମାନଙ୍କଭିତରେ ଏକ ଖୁସିର ମାହୋଲ  ସୃଷ୍ଟି ହୋଇଛି। ଏହିଗ୍ରାମର ଅଧିବାସୀ ଭୋଗୁଥିବା କଷ୍ଟ ର ଖବର ପାଇ ଘଟଣାସ୍ଥଳରେ  ତୁରନ୍ତ ଜ଼ିଲ୍ଲାପାଳ ଶ୍ରୀ ରାୟ ପହଞ୍ଚିବାସହ ବିଡ଼ିଓ, ତହସିଲଦାର, ଡି ଏଲ ଓ,  ସରପଞ୍ଚ  ଏ ସମସ୍ତ ଙ୍କୁ ଲୋକ ଙ୍କ ସମସ୍ତ ସମସ୍ୟା ସୁଧାରିବାକୁ ଦୃଢ଼ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଥିଲେ l  ତାହା ଖୁବ ଶୀଘ୍ର କାର୍ଯ୍ୟ ରେ ବି ପରିଣତ କଲେ ବିଭିନ୍ନ ବିଭାଗ  ଯାଫଳରେ ଝାରପଡ଼ା ଅଧିବାସୀ ମାନଙ୍କ ସ୍ୱପ୍ନ କିଛିକାଂଶରେ ପୁରଣ ହେବାସହ ତାଙ୍କ ମନରେ ଆଶା ସଂଚାର ହୋଇଛି। ତ୍ରିରଙ୍ଗା ଉଡେଇ ଛୋଟ ଛୁଆ, ଅବାଳ ବୃଦ୍ଧ ବନିତା ତ୍ରିରଙ୍ଗା ପତାକା ତଳେ ଜାତୀୟତାବାଦି ସ୍ଲୋଗାନ ଦେଇ ପାଳିଛନ୍ତି ସ୍ୱାଧୀନତା ଦିବସ।l ତ୍ରିରଙ୍ଗା ପତାକା ହାତ ରେ ଧରି ଫର ଫର

ଉଡ଼ାଇଲେ ଛୋଟ କୁନି ଛୁଆ ଓ   ବୁନ୍ଦି ମିଠା ଖାଇ ଏକାଠି ବସି ମଜାନେଲେ l   ତୁରନ୍ତ ସୁବିଧା ସୁଯୋଗ ପାଇ ଥିବାରୁ ଜ଼ିଲ୍ଲା ପ୍ରଶାସନ,  ସରପଞ୍ଚ ଓ ସାମ୍ବାଦିକ ମାନଙ୍କୁ  କୃତଜ୍ଞତା ଜଣାଇଲେ l ପ୍ରଶାସନ  ଏତାଦୃଶ ତ୍ୱରିତ ପଦକ୍ଷେପକୁ  ଜ଼ିଲ୍ଲା ର ବୁଦ୍ଧିଜୀବୀ ପ୍ରଶଂସାକରିଛନ୍ତି l ଆଜିର ଏହି କାର୍ଯ୍ୟକ୍ରମରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖାର ଦିଲିପ ପାତ୍ର, ମନୋରଞ୍ଜନ ତ୍ରିପାଠୀ, ରାଜକିଶୋର ତ୍ରିପାଠୀ, ମହାଦେବ ମଲ୍ଲିକ ଓ ଭାସ୍କର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like