-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମାଝୀପଡ଼ା ସ୍କୁଲ ପ୍ରଧାନ ଶିକ୍ଷକ ଓ ସହ ଶିକ୍ଷକ ଙ୍କୁ ଅନ୍ୟତ୍ର ବଦଳି ପାଇଁ ଦାବି ପତ୍ର ଦେଲେ ପରିଚାଳନା କମିଟି ସଦସ୍ୟ ଓ ଅଭିଭାବକ

15-Aug-2023



ନୂଆପଡ଼ା: ସିନାପାଲି(ବିଶି ଚନ୍ଦନ ମାଝୀ ):  ସିନାପାଲି ବ୍ଲକ ରାଣୀମୁଣ୍ଡା ପଞ୍ଚାୟତସ୍ଥିତ  ମାଝୀପଡ଼ା ଉଚ୍ଚ ବିଦ୍ୟାଳୟର ବିଭିନ୍ନ ସମସ୍ୟା କୁ ନେଇ ଅଭିଭାବକ ଓ ବିଦ୍ୟାଳୟ କମିଟି ସଦସ୍ୟ ସିନାପାଲି ଗୋଷ୍ଠି ଶିକ୍ଷା ଅଧିକାରୀ, ବିଡ଼ିଓ, ତହସିଲ୍ ଦାର, ଥାନାଧିକାରୀଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି l ମାଝୀପଡ଼ା ବିଦ୍ୟାଳୟ ସନ୍ ୧୯୭୫ରେ ସ୍ଥାପିତ ହୋଇଥିଲା l ଏହି ବିଦ୍ୟାଳୟକୁ ୨୦୨୨ରେ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନାମିତ କରି ରୂପାନ୍ତରିତ୍ କରାଯାଇଛି l ଏହି ବିଦ୍ୟାଳୟରେ ନିଯୁକ୍ତ ପ୍ରଧାନ ଶିକ୍ଷକ ଲକ୍ଷ୍ମଣ ହରିଜନ ଓ ସହକାରୀ ଶିକ୍ଷକ ଦିବାକର ଶଗଡ଼ିଆ ଛାତ୍ର ଛାତ୍ରୀ ମାନଙ୍କୁ ଠିକ୍ ଭାବରେ ଶିକ୍ଷାଦାନ କରୁ ନ ଥିବା ବେଳେ ଅନେକ ସମୟରେ ମଦ ପିଇ ଆସିବା, ମଦ ବୋତଲ ମଧ୍ୟ ଅଭିଭାବକ ମାନେ ଜବତ କରିଥିବା ଅଭିଯୋଗ ହୋଇଛି l ପରିଚାଳନା କମିଟି ସଦସ୍ୟ ଗାଳିଗୁଲଜର ଶିକାର ହେଉଥିବା ମଧ୍ୟ ଅଭିଯୋଗ କରିଛନ୍ତି l ଅଭିଯୋଗର ୩ଦିନ ମଧ୍ୟରେ ଅନ୍ୟତ୍ର ବଦଳି ଦାବି ପୂରଣ ନ ହେଲେ ଅନିରିଧିଷ୍ଠ କାଲ ପାଇଁ ସ୍କୁଲ ଆଗରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି l ଶିକ୍ଷକଦ୍ୱୟଙ୍କ ଏପରି ଆଚରଣ ଯୋଗୁଁ ବିଦ୍ୟାଳୟରେ ସଦାସର୍ବଦା ବିଶୃଙ୍ଖଳା ସୃଷ୍ଟି ହେବା ସହ ଛାତ୍ର

ଛାତ୍ରୀ ମାନଙ୍କୁ ଏହାର କୁପ୍ରଭାବ ପକାଉଛି ବୋଲି ବୁଦ୍ଧି ଯିବି ମହଲରେ ଚର୍ଚ୍ଚା ହେଉଛି l ସେହିପରି ବିଦ୍ୟାଳୟ ପାଚେରୀ ନିର୍ମାଣ, ଆବଶ୍ୟକ ଶ୍ରେଣୀ ଶିକ୍ଷକ, ଆବଶ୍ୟକ ଟେବୁଲ ସମେତ ଅନେକ ସାମଗ୍ରୀ ଯୋଗାଇବା ପାଇଁ ଦାବି ପତ୍ରରେ ଉଲ୍ଲେଖ କରା ଯାଇଛି l ଦୁର୍ବଳ ମାଝୀ, ଗଣେଶ ରାମ ମାଝୀ, ହେଜରାମ ମାଝୀ, ବିରସିଂ ମାଝୀ, ନାରାୟଣ ମାଝୀ ସମେତ ଅନେକ ପରିଚାଳନା କମିଟି ସଦସ୍ୟ ତଥା ଅଭିଭାବକ ମାନେ ଉପସ୍ଥିତ ରହି ଦାବି ପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like