-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ରେ ସ୍ଵାଧୀନତା ଦିବସ ପାଳିତ

15-Aug-2023



ବଲାଙ୍ଗୀର/ ବଲାଙ୍ଗୀର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ  ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।  ସ୍କୁଲ ର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ କୋଶଳବାଦୀ ନେତା ପ୍ରମୋଦ କୁମାର ମିଶ୍ର ଯୋଗ ଦେଇ ଜାତୀୟ  ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ନାଗରିକ

କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ଯୋଗ ଦେଇଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶ୍ରୀୟା ସୁମନ ମେହେର(ଡ୍ରଇଂ), ପ୍ରତିମା ସାହୁ(ଡ୍ରଇଂ), ଅନୁ ବାଗ(ବକ୍ତୃତା), ରାଧାରାଣୀ ମିଶ୍ର(ବକ୍ତୃତା), ପ୍ରିୟଙ୍କା ସୁନା(ଗୀତ), ରୂପାଲି ତାଣ୍ଡି(ଗୀତ), ସନ୍ତୋଷିନୀ ବଗର୍ତ୍ତିୀ(ନାଚ) ଓ ରତ୍ନି ରଣା(ନାଚ) ରେ କୃତିତ୍ୱ ଲାଭ କରି ମୁଖ୍ୟ ଅତିଥିଙ୍କ ଠାରୁ ସାର୍ଟିଫିକେଟ ଗ୍ରହଣ କରିଥିଲେ ।  ଶିକ୍ଷକ କୃଷ୍ଣଚନ୍ଦ୍ର ବାଗ, ସତ୍ୟାନନ୍ଦ ବିଶ୍ୱାଲ, ଶିକ୍ଷୟତ୍ରୀ ଅରୁନ୍ଧତୀ ବଢ଼େଇ, ବନ୍ଦିତା ବେହେରା, ସସ୍ମିତା ମିଶ୍ର, ବନ୍ଦିତା ତରିଆ, ଝୁନିତା ଭୋଇ,

ରଶ୍ମିତା ସେଠ ଓ ପ୍ରୀତିପ୍ରାଚୁର୍ଯ୍ୟା ମିଶ୍ର ସହଯୋଗ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଖେଳ ଶିକ୍ଷୟତ୍ରୀ ନନ୍ଦିନୀ ସାହୁ ପରିଚାଳନା କରିଥିବା ବେଳେ ସୁନୀତା ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like