-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ଚନ୍ଦନଭାଟି ରେ ସ୍ବାଧୀନତା ଦିବସ ପାଳନ

15-Aug-2023



ବଲାଙ୍ଗିର (ପ୍ରେରଣା ଖବର ): ସରସ୍ବତୀ ଶିଶୁ ମନ୍ଦିର, ଚନ୍ଦନଭାଟି ରେ ୭୭ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଅଛି। ଏହି ଅବସରରେ ବିଦ୍ୟାଳୟ ର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ତଥା ସମସ୍ତ ଛାତ୍ରଛାତ୍ରୀ ଘୋଷ ବାଦନ ଓ ନାରା ସହିତ ଚନ୍ଦନଭାଟି ଗ୍ରାମ ପରିକ୍ରମା କରି ବିଦ୍ୟାଳୟ କୁ ପ୍ରତ୍ୟାବର୍ତ୍ତନ କରିଥିଲେ। 
ଛାତ୍ରଛାତ୍ରୀଙ୍କ ବିଭିନ୍ନ ସ୍ବାଧୀନତା ସଂଗ୍ରାମୀ ବେଶ ଗ୍ରାମ ପରିକ୍ରମା ର ମୁଖ୍ଯ ଆକର୍ଷଣ ସାଜିଥିଲେ।ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ,

ସମ୍ପାଦକ ଡ. ଲକ୍ଷ୍ମଣ କୁମାର ମେହେର ଓ ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ତେଜରାଜ ଧରୁଆ ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିଲେ  । ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ ଦୀପ ପ୍ରଜ୍ବଳନ ତଥା ଜାତୀୟ ପତାକାତ୍ତୋଳନ କରିଥିଲେ ଓ ଛାତ୍ରଛାତ୍ରୀ ଙ୍କୁ ନିଜ ଭାଷଣରେ ଦେଶର ସ୍ବାଧୀନତା ସଂଗ୍ରାମ ବିଷୟ ରେ ତଥା ପାଠପଢି ଦେଶର ଟେକ ରଖିବାକୁ ମାର୍ଗଦର୍ଶନ କରିଥିଲେ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ପ୍ରଭୁଦତ୍ତ ବିଶି ଅତିଥି ପରିଚୟ କରିଥିଲେ। ସଂପାଦକ ଡା. ଲକ୍ଷ୍ମଣ କୁମାର ମେହେର ନିଜ ଅଭିଭାଷଣ ରେ ଶିଶୁ ଭାଇଭଉଣୀଙ୍କୁ ପାଠ ପଢ଼ି ନିଜ ର ସ୍ବାଧୀନତାକୁ ବଲବତ୍ତର ରଖିବା ସହିତ ପିତାମାତାଙ୍କ ଆଶା ପୂରଣ କରିବାକୁ ଆଗ୍ରହ

ପ୍ରକାଶ କରିଥିଲେ। ବିଦ୍ୟାଳୟ ର ଯୁଗ୍ମ ସମ୍ପାଦକ ଶ୍ରୀଯୁକ୍ତ ତେଜରାଜ ଧରୁଆ ସମସ୍ତ ଙ୍କୁ ସ୍ବାଧୀନତା ଦିବସ ର ଅଭିନନ୍ଦନ ଜଣାଇବା ସହିତ ଧନ୍ଯବାଦ ପର୍ବକୁ ଆଗେଇ ନେଇଥିଲେ।  ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଅଞ୍ଜଳି ପଟେଲ, ପ୍ରିୟବ୍ରତ ମେହେର, ସ୍ବାଗତ ପଟେଲ, ଚିନାୟକ ମିଶ୍ର, କିଂଶୁକ ବର୍ଧନ ପୁରୋହିତ, ଶିବନାରାୟଣ ମିଶ୍ର ମଧ୍ଯ ସ୍ବାଧୀନତା ଦିବସ ଉପରେ ବକ୍ଋତା ପ୍ରଦାନ କରିଥିଲେ। ବିଦ୍ୟାଳୟ ର ଆଚାର୍ଯ୍ୟା ଶ୍ରୀମତୀ ପ୍ରମୋଦିନୀ ଆଚାର୍ଯ୍ୟ ସଭା ସଂଯୋଜନା କରିଥିବା ବେଳେ ସମସ୍ତ ଆଚାର୍ଯ୍ୟ,ଆଚାର୍ଯ୍ୟାଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳତାର ସହ ସମାପିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like