-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେସନ ପକ୍ଷରୁ ପୁସ୍ତକ ଦାନ କାର୍ଯ୍ୟକ୍ରମ

15-Aug-2023



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ପବିତ୍ର ସ୍ଵାଧୀନତା ଦିବସ ପାଳନ ଅବସରରେ ବଲାଙ୍ଗୀରର  ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ ପକ୍ଷରୁ ସମସ୍ତ ଶ୍ରେଣୀର ଲୋକଙ୍କ ପାଇଁ ଏକ ପୁସ୍ତକ ଦାନ କାର୍ଯ୍ୟକ୍ରମ ଆୟୋଜିତ କରିଥିଲା  |
କାର୍ଯ୍ୟକ୍ରମ ସଂଯୋଜକ  ଡ଼କ୍ଟର  ପଞ୍ଚାନନ ପ୍ରଧାନ  କହିଛନ୍ତି ଯେ ଏହି ଅଭିଯାନ ମାଧ୍ୟମରେ ସାଧାରଣ ଜନତା ଏବଂ ଛାତ୍ର ଛାତ୍ରୀ ମାନଙ୍କୁ ଅଧ୍ୟୟନ ପରେ ସଂରକ୍ଷିତ ପୁସ୍ତକ ଦାନ କରି ଜ୍ଞାନ ଦାନରେ ସେମାନଙ୍କର ଭୂମିକା ନିର୍ବାହ କରିବାକୁ ଏକ ନିବେଦନ 

କରାଯାଇଥିଲା। ଏହି କାର୍ଯ୍ୟକ୍ରମର ଅନ୍ୟତମ  ସଂଯୋଜକ ଆର୍ତତ୍ରାଣ  ପାଢ଼ୀ କହିଛନ୍ତି ଯେ ଦାନ ହୋଇଥିବା ପୁସ୍ତକଗୁଡ଼ିକ ଅଭାବୀ ଛାତ୍ରମାନଙ୍କ ପାଇଁ ଉପଲବ୍ଧ କରାଯାଇଛି। ମୁଖ୍ୟ ସମ୍ପାଦକ ସମ୍ବାଦ ଅରବିନ୍ଦ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ସେ  କହିଛନ୍ତି ଯେ ଯେଉଁମାନଙ୍କର ଅଧିକ  ବହି ଅଛି ସେମାନେ ଆବଶ୍ୟକ କରୁଥିବା ଲୋକଙ୍କୁ ଦେବା ଉଚିତ୍। ବରିଷ୍ଠ  ସାମ୍ବାଦିକ ତଥା ସାମାଜିକ ସଂସ୍କାରକ ମୋହନ ଅଗ୍ରୱାଲ 

ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମରେ ୪୦୦୦  ପୁସ୍ତକ ବଣ୍ଟନ କରାଯାଇଥିଲା l  ଆସନ୍ତା  ୨୦୨୪ ଜାନୁୟାରୀ ୨୬ ବେକକୁ ୧୦,୦୦୦ ରୁ ଅଧିକ ପୁସ୍ତକ ଦାନ କରିବାର ନିଷ୍ପତ୍ତି ହୋଇଛି ବୋଲି ସହଯୋଗ  ଫାଉଣ୍ଡେସନର ସମ୍ପାଦିକା  ଶ୍ରୀମତୀ ପିଙ୍କି ମୋଦୀ ସୂଚନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like