-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସମିତି ମହାବିଦ୍ୟାଳୟ ର ଶୁଭ ଉଦ୍ଘାଟନ

15-Aug-2023



ବଲାଙ୍ଗିର(ପୂର୍ଣ ଶଶୀ ଶେଖର ରାଓ): ବଲାଙ୍ଗିର ଜିଲ୍ଲା ତୁରେକେଲା ଉପାନ୍ତ ଅଞ୍ଚଳରେ ଆଜି ଯୁକ୍ତ ତିନି ପଞ୍ଚାୟତ ସମିତି ମହାବିଦ୍ୟାଳୟ ର ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଯୋଗ ଦେଇ ପ୍ରଥମେ ଫିତାକାଟି କାର୍ଯ୍ୟର ଶୁଭାରମ୍ଭ କରିଥିବା ବେଳେ ଶ୍ରେଣୀ କକ୍ଷ ଶୁଭ ଉଦ୍ଘାଟନ କରିଥିଲେ।ପରେ ମୁଖ୍ୟ ଅତିଥି ମଞ୍ଚାସୀନ ହେବା ପରେ ତାଙ୍କ ସହିତ ସମ୍ମାନିତ ଅତିଥି

ଭାବେ ପୂର୍ବତନ କଣ୍ଟାବାଞ୍ଜି ବିଧାୟକ ହାଜି ମହମ୍ମଦ ଆୟୁବ ଖାନ୍, ଜିଲ୍ଲା ପରିଷଦ କୌଶିକ ମେହେର, ଅଶ୍ବିନୀ ମେହେର ( କଲେଜ ଅଧ୍ୟକ୍ଷ)ପ୍ରମୁଖ ମଞ୍ଚାସୀନ ଥିଲେ। ସମସ୍ତେ ନିଜ ନିଜର ବକ୍ତବ୍ୟ ରଖି କଲେଜର ଉନ୍ନତି ଓ ବିକାଶ କାମନା କରିଥିବା ବେଳେ ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ କହିଥିଲେ ଯେ ତୁରେକେଲା ଏକା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ଯୋଗୁଁ ଏଠାରେ ଆଦିବାସୀ ଓ ହରିଜନ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସ୍ବତନ୍ତ୍ର ମହାବିଦ୍ୟାଳୟ ତିଆରି କରିବା ସହ ଏକଲବ୍ୟ ଛାତ୍ରଛାତ୍ରୀ ନିବାସ ନିର୍ମାଣ କଲେ ଅଞ୍ଚଳର ଆଦିବାସୀ ହରିଜନ ଛାତ୍ରଛାତ୍ରୀ ମାନେ ପାଠ ପଢ଼ିବା ପାଇଁ ସୁଯୋଗ ପାଇବେ ଓ ଏ ବିଷୟରେ ରାଜ୍ୟ ସରକାରଙ୍କ ଠାରେ ଉପସ୍ଥାପନ କରି ଯଥାଶୀଘ୍ର ସଫଳ କରିବାକୁ ପ୍ରତିଶୃତି ଦେଇଛନ୍ତି। କଲେଜ ପକ୍ଷରୁ ଏକ ପ୍ରଶାସନିକ କୋଠା ଗୃହ ନିର୍ମାଣ କରିବା ସହ ୧୨୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ହସ୍ତାନ୍ତର କରାଯାଉ ବୋଲି ଦାବି କରିଛନ୍ତି।ଏ ସମ୍ପର୍କରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ସରକାର ଙ୍କ ଠାରେ ଉପସ୍ଥାପନ କରିବା ସହ ଛାତ୍ରଛାତ୍ରୀ ମାନଙ୍କର ପାଇଁ ଏକ ସାଇକେଲ ଷ୍ଟାଣ୍ଡ ତିଆରି କରାଯିବ ବୋଲି କହିଛନ୍ତି। ଆଗରୁ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ନିଜ ପାଣ୍ଠିରୁ ଶ୍ରେଣୀ ଗୃହ ଦଶ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ସେହିପରି ପୂର୍ବତନ ବିଧାୟକ ଆୟୁବ ଖାନ୍ ଶ୍ରେଣୀ ଗୃହ ନିମନ୍ତେ ତାଙ୍କ ପାଣ୍ଠିରୁ ସହାୟତା ପ୍ରଦାନ କରିଥିଲେ ଏବଂ ବିଧାୟକ ସନ୍ତୋଷ ସିଂହ ସାଲୁଜା ନିଜ ପାଣ୍ଠିରୁ ଅନୁଦାନ ଦେଇଥିବା ବେଳେ ତାହା ଆଜି ଉଭୟ ଙ୍କ ଦ୍ଵାରା ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି

କାର୍ଯ୍ୟକ୍ରମ ରେ ଅଧ୍ୟାପକ ଅମୂଲ୍ୟ କୁମାର ପାଣିଗ୍ରାହୀ, ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ଦିଲିପ କୁମାର ପ୍ରଧାନ, ପ୍ରଶାନ୍ତ ମେହେର, ପ୍ରବୀର କୁମାର ସାହୁ ଓ ଛାତ୍ରଛାତ୍ରୀ ମିଶି କାର୍ଯ୍ୟ କୁ ସଫଳ ରୂପାୟନ କରିଥିବା ବେଳେ ଅଞ୍ଚଳର ବହୁ ମାନୀଗୁଣି ଲୋକ ଉପସ୍ଥିତ ଥିଲେ। ଶେଷରେ ମୁଖ୍ୟ ପରିଚାଳକ ଉମାଶଙ୍କର ଥପା ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like