-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୋଡେ଼ନ ଏସ୍ ଏସ୍ ଡି ହାଇସ୍କୁଲ  ଖେଳ ପଡ଼ିଆରେ  ୭୭ତମ ସ୍ବାଧୀନତା ଦିବସ  ପାଳିତ

15-Aug-2023



ବୋଡ଼େନ(ଡୋଲେଶ୍ଵର ବାଗ ): ନୂଆଁପଡ଼ା ଜିଲ୍ଲାର ବୋଡେ଼ନ ବ୍ଲକସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆ ରେ ଆଜି ୭୭ ତମ ସ୍ବାଧିନତା ଦିବସ ହର୍ଷ ଉଲ୍ଲାସର ସହିତ ପାଳନ ହୋଇଯାଇଛି,ବୋଡେ଼ନ ପଞ୍ଚାୟତ ସମିତି ଅଧକ୍ଷ୍ୟା ପ୍ରେମିଶିଳା ନାଗ ମୁଖ୍ୟ ଅତିଥି ଭାବ ରେ ଯୋଗଦେଇ ଜାତୀୟ ତ୍ରିରଙ୍ଗା ପତାକା କୁ ଉତ୍ତୋଲନ କରି ମିଲିତ ପେରେଡ ର  ଅବିଭାଦନ ଗ୍ରହଣ କରିଛନ୍ତି, ଏହି ଅବସର ରେ ବୋଡେ଼ନ ଗୋଷ୍ଟିଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ କୁମାର, ବୋଡେ଼ନ ଥାନା ଅଧିକାରୀ ଗୋବିନ୍ଦ ମାଝୀ, ତହସିଲଦାର ରାଜେଶ କୁମାର ମେହେର, ସିଆରପିଏଫ କମାଣ୍ଡଡେଣ୍ଟ ,ଅବସର ପ୍ରାପ୍ତ ରେଞ୍ଜର ପର୍ଶୁରାମ ସେଠି, ବୋଡେ଼ନ ବ୍ଲକ ସାମ୍ବାଦିକ ସଂଗଠନ ର ସଭାପତି ବିସିକେଶନ ପଣ୍ଡା ପ୍ରମୂଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।ବିଭିନ୍ନ ଶିକ୍ଷାନୁଷ୍ଠାନ ରୁ ଆସଥିବା ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ, ସାଧାରଣ ନାଗରିକ, ଗଣମାଧ୍ୟମ ପ୍ରତିନିଧିମାନେ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା କୃତି ପ୍ରତିଯୋଗୀ ମାନଙ୍କୁ ଟ୍ରଫି ସହିତ ମାନପତ୍ର ପ୍ରଦାନ କରିଥିଲେ।ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକୁଡି ଭାବେ କରାଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ, ପାନୀୟ ଜଳ ବିଭାଗ, ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । କାର୍ଯ୍ୟକ୍ରମକୁ  ବୋଡ଼େନ ଶିକ୍ଷକ ସଂଘର ସଭାପତି   ବୈଷ୍ଣବ ଦୁରିଆ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like