-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ୭୭ତମ ସ୍ୱାଧୀନତା ଦିବସ ପାଳିତ

15-Aug-2023



କଟକ (ପ୍ରେରଣା ଖବର ) ଯେଉଁ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ତ୍ୟାଗ ବଳିଦାନ ତପସ୍ୟା ଦ୍ଵାରା ଆଜି ଆମେ ସ୍ୱାଧୀନ ଭାରତବର୍ଷ ରେ ଗର୍ବ ଅନୁଭବ କରୁଛୁ ସେହି ମାନଙ୍କୁ ଏ ଜାତି କଦାପି ବିଷ୍ମରି ଯିବା ଉଚିତ୍ ନୁହେଁ ବୋଲି ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଥିବା ଦେଷର, ୭୭ତମ ଦିବସ ପାଳନ ଉପଲକ୍ଷେ ଜାତୀୟ ପତାକା ଉତ୍ତୋଳନ କରି ସଂଘ ର ସଭାନେତ୍ରୀ ଡ଼ଃ ପ୍ରତିମା ମହାପାତ୍ର କହିଥିଲେ। ଏହି ଅବସରରେ ସଂଘ ପକ୍ଷରୁ ପୂର୍ବରୁ ମହିଳା ମାନଙ୍କୁ ଆତ୍ମ ନିର୍ଭରଶୀଳ କରିବା ନିମନ୍ତେ ଖୋଲା ଯାଇଥିବା ମନୋରମl ସିଲାଇ ପ୍ରଶିକ୍ଷଣ କେନ୍ଦ୍ରର 

ସିଲାଇ ଶିକ୍ଷା କାର୍ଯ୍ୟକ୍ରମ ଦିଆଯିବା ଆରମ୍ଭ ହୋଇଥିଲା । ଅନେକ ବସ୍ତି ଅଞ୍ଚଳର ଯୁବତୀ ମହିଳା ମାନେ ଯୋଗ ଦେଇ ସିଲାଇ ଶିକ୍ଷା କରିଥଲେ। ବସ୍ତି ଅଞ୍ଚଳର ସ୍କୁଲ ପିଲାଙ୍କୁ ସଂଘ ପକ୍ଷରୁ ମିଷ୍ଠାନ ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ସହ ସମ୍ପାଦିକା ଇନ୍ଦିରା ଆରୋରl, ହଲ୍ ସମ୍ପଲଦିକl ମଞ୍ଜୁ ସିଂହ, ସଙ୍ଗଠନ ସମ୍ପାଦିକା ମୀରା ବେଉରା ପରିଚାଳନା କରିଥିଲେ। କୋଷାଧ୍ୟକ୍ଷ ନୟନତାରl ନନ୍ଦ, ବରିଷ୍ଠ ସଦସ୍ୟl ନାମିତl ପଣ୍ଡା, ଅର୍ଚ୍ଚନା ଦାସ କାନୁନଗୋ, ଗିତlଶ୍ରୀ ଦାସ,ବୈଜୟନ୍ତିମାଳl ଖଟୁଆ, ସବିତା ଦାଶ, ଶାନ୍ତିଲତା ଦାସ ଓ ମାଧୁରୀ ମହାନ୍ତି ପ୍ରମୁଖ ଉପସ୍ଥିତ ହୋଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like