-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜେ ଏସ୍ ଏମ୍ ବାଣିଜ୍ୟ  ଓ କଳା ମହାବିଦ୍ୟାଳୟରେ ଷ୍ଟ୍ରିଟ୍ ସୋ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ୭୭ତମ ସ୍ଵାଧୀନତା ଦିବସ

16-Aug-2023



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜେ.ଏସ୍.ଏମ୍ ବାଣିଜ୍ୟ  ଓ କଳା ମହାବିଦ୍ୟାଳୟରେ ୭୭ତମ ସ୍ଵାଧୀନତା  ଦିବସ ପାଳନ  ହୋଇଅଛି  | ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ ଜବାହାରଲାଲ କଲେଜେର ଅବସରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ଦେବରାଜ ମିଶ୍ର, ସମ୍ମାନିତ ଅତିଥି  ଭାବରେ ବଲାଙ୍ଗିର ମୁନିସିପାଲିଟି ପୌରାଧ୍ୟକ୍ଷା ଶ୍ରୀମତୀ ଲିକl ସାହୁ,

ପ୍ରଶନ୍ତ କୁମାର ସାହୁ, କମାଣ୍ଡାଣ୍ଟ, ,୧୮୯ ବାଟାଲିୟନ ସି ଆର୍ ପି ଏଫ୍, ସାମ୍ବାଦିକ ବଲରାମ ମିଶ୍ର, କଲେଜ ଉପଦେଷ୍ଟା ପୀତବାସ ପଣ୍ଡା, ଉପଦେଷ୍ଟା ତଥା ବଲାଙ୍ଗିର ନାଗରିକ କମିଟି ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ, କଲେଜ ର ଅଧ୍ୟକ୍ଷ ସିଏ ଶ୍ରୀକନ୍ତ ର୍ଶମା, କଲେଜ ନିର୍ଦ୍ଦେଶିକା ଶ୍ରୀମତୀ ସୁମନ୍ ର୍ଶମା, ପ୍ରଧାନ ଶିକ୍ଷୟତ୍ରୀ ମୋନିକା ଜେସୱାଲ ପ୍ରମୂଖ ମଞ୍ଚାସୀନ ଥିଲେ l ମୁଖ୍ୟ ଅତିଥିଙ୍କ ଦ୍ୱାରା ପତକା ଉତ୍ତୋଳନ ପରେ ସ୍ଵାଧୀନତା ଦିବସ 

ଉପଲକ୍ଷେ ହୋଇଥିବା ପ୍ରତିଯୋଗିତା ଗୁଡିକରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ଓ ପୁରଷ୍କାର ବିତରଣ କରିବା ସହିତ ସମ୍ମାନିତ କରାଯଇଥିଲା l ଆମ ଦେଶର ସ୍ୱାଧୀନତା ସଂଗ୍ରାମୀ ଏବଂ ସୈନିକ ମାନଙ୍କ ଶ୍ରଦ୍ଧାଞ୍ଜଳି ଓ ସମ୍ମାନ ଉଦ୍ଦେଶ୍ୟରେ ଛାତ୍ରଛାତ୍ରୀ ମାନେ ପଟଣାଗଡ ଛକ, ଦୁର୍ଗା ମନ୍ଦିର ନିକଟରେ  ଏକ ଷ୍ଟ୍ରିଟ୍ ସୋ ର ଆୟୋଜନ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ  ଦ୍ୱାରା  ଅନେ ନୃତ୍ୟଗୀତ  ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like