-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସକୁ ନିଆରା ଢଙ୍ଗରେ ପାଳନ କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ, ସଂଗଠନର ମହିଳା ସଦସ୍ୟାଙ୍କ ପକ୍ଷରୁ ସର୍ବଧର୍ମ ଶବ ସଂସ୍କାର ସ୍ଥଳରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

16-Aug-2023



ବଲାଙ୍ଗିର(ପ୍ରେରଣା ଖବର ): କୌଣସି ଜାତି, ଧର୍ମ, ବର୍ଣ୍ଣ ନୁହେଁ "ଭାରତୀୟ" ହେଉଛି ଆମର ଅସଲ ପରିଚୟ। ସ୍ୱାଧୀନତା ଦିବସ ମନେ ପକାଇ ଦିଏ ଯେ, ଆମେ ବିଶ୍ୱର ସର୍ବବୃହତ ନାଗରିକ ସମ୍ପ୍ରଦାୟର ଜଣେ ଜଣେ ସଦସ୍ୟ। ଏଠି ମହିଳା ପୁରୁଷ ସମସ୍ତଙ୍କର ସମାନ ଅଧିକାର ରହିଛି। ତେଣୁକରି ପବିତ୍ର ସ୍ୱାଧୀନତା ଦିବସକୁ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ମହିଳା ସଦସ୍ୟା ମାନେ କିଛି ନିଆରା ଚିନ୍ତାଧାରା ନେଇ ପାଳନ କରିବା ସହିତ ଏକ ଉଦାହରଣ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି।

ପରମ୍ପରାଗତ ସମ୍ମାନ ଯୋଗୁଁ ପ୍ରାୟତଃ ଶବ ସଂସ୍କାର ସ୍ଥଳ ଗୁଡିକରେ ମହିଳା ମାନଙ୍କର ଅନୁପସ୍ଥିତି ରହିଥାଏ। କିନ୍ତୁ ଆଜି ବୃହତ ଧର୍ମ ନିରପେକ୍ଷ ରାଷ୍ଟ୍ର ଭାରତ ଦେଶର ସ୍ୱାଧୀନତା ଦିବସ ପବିତ୍ର ଅବସରରେ ମହିଳା ସଦସ୍ୟା ମାନେ ବଲାଙ୍ଗିରସ୍ଥିତ ଆଦର୍ଶ ସ୍ମଶାନ, ସୁନ୍ନି ସଦର କବରସ୍ଥାନ, ଖ୍ରୀଷ୍ଟିଆନ ସମାଧିସ୍ଥଳ ଆଦି ସର୍ବ ଧର୍ମ ଶବ ସଂସ୍କାର ସ୍ଥଳକୁ ଯାଇ ଶବ ସଂସ୍କାର ପାଇଁ ଆସୁଥିବା ଲୋକଙ୍କ ସୁବିଧା ନିମନ୍ତେ ବଲାଙ୍ଗିର ମହିଳା ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଥିଲେ। ସମସ୍ତ ଶବ ସଂସ୍କାର ସ୍ଥଳ ଗୁଡିକରେ ମହିଳା ସଦସ୍ୟା ମାନେ ନିଜେ ଶ୍ରମ

ଦାନ କରି ବୃକ୍ଷରୋପଣ କରିବା ସହିତ ଏହାର ଯତ୍ନ ନେବା ପାଇଁ ସଂକଳ୍ପ କରିଥିଲେ। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟା ଅନିତା ମିଶ୍ର, ଶ୍ଵେତା ସାହୁ, ଚିନ୍ମୟୀ ବୀର, ପାୟଲ ମହାନ୍ତି, ସୁହାଶିନୀ ସ୍ବାଇଁ ଓ ସଞ୍ଜୁ ସ୍ବାଇଁଙ୍କ ସମେତ ସଦସ୍ୟ ସୁମିତ ମିଶ୍ର, ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଚନ୍ଦ୍ର ଶତପଥୀ, ଏମ୍.ଡି.ବବଲୁ, ତନ୍ମୟ ପୁଟେଲ, ସୁବାଷ ବାଗ ପ୍ରମୁଖ ସାମିଲ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like