-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡି ଧକ୍କାରେ ଆହତ ହୋଇ ରାସ୍ତାକଡରେ ଛଟପଟ ହେଉଥିଲା ଗୋରୁ, ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ

16-Aug-2023



ବଲାଙ୍ଗିର(ପ୍ରେରଣା ଖବର ): ପବିତ୍ର ସ୍ୱାଧୀନତା ଦିବସରେ ସର୍ବ ଧର୍ମ ଶବ ସଂସ୍କାର ସ୍ଥଳ ଗୁଡିକରେ ବୃକ୍ଷରୋପଣ କରି ନିଆରା ଭାବରେ ପାଳନ କରିବା ପାଇଁ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ/ସଦସ୍ୟା ମାନେ ୧୫ ଅଗଷ୍ଟ ଭୋରରୁ ପ୍ରସ୍ତୁତି ଆରମ୍ଭ କରି ଦେଇଥିଲେ। ସ୍ଥାନୀୟ ନର୍ସରୀକୁ ଗଛ ଚାରା ସଂଗ୍ରହ ପାଇଁ ଯିବା ସମୟରେ ୨୬ ନଂ ଜାତୀୟ

ରାଜପଥ ବଲାଙ୍ଗିର-ଟିଟିଲାଗଡ ରାସ୍ତାରେ ଦୁଇଟି ଗୋରୁ କୌଣସି ଅଜଣା ଗାଡି ଧକ୍କାରେ ଲହୁଲୁହାଣ ଅବସ୍ଥାରେ ପଡି ରହିଥିବାର ଦେଖିବାକୁ ମିଳିଥିଲା। ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଅଜୟ କୁମାର ନାଗ, ତନ୍ମୟ ପୁଟେଲ ଓ ସୁବାଷ ବାଗ ପ୍ରମୁଖ ଉଭୟ ଆହତ ଗୋରୁଙ୍କୁ ଉଦ୍ଧାର କରି ସ୍ଥାନୀୟ ପଶୁ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଇଥିଲେ। ଦୈନନ୍ଦିନ ନିରୀହ ପଶୁ ମାନେ ଏହିପରି ଅଜଣା ଗାଡି ସହ ଦୁର୍ଘଟଣାର ଶିକାର ହେଇଥିବାର ଦେଖିବାକୁ ମିଳୁଥିବା ବେଳେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ପ୍ରଶାସନ ନିକଟରେ ନିବେଦନ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like