-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ସ୍ଵାଧୀନତା ଦିବସ ସାଂସ୍କୃତିକ ସଂଧ୍ୟାରେ ସ୍କୁଲ କଲେଜ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ଚିତ୍ତାକର୍ଷକ ଗୀତ ନାଚ ପରିବେଷଣ

16-Aug-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ):  ଗତକାଲି ସଂଧ୍ୟାରେ ସହରର ନୂତନ ଟାଉନହଲ ଠାରେ ସ୍କୁଲ ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଆରକ୍ଷୀ ଅଧିକ୍ଷିକ ଅମରେଶ ପଣ୍ଡା,ପୈ।ରାଧ୍ୟକ୍ଷା ତାମସୀତାମସ୍ମିତା ନାଏକ ଯୋଗଦେଇ ସମସ୍ତ ଙ୍କୁ ଉତ୍ସାହିତ କରିଥିବାବେଳେ ଜିଲ୍ଲାର ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରିଥିଲେ।  ଜିଲ୍ଲାର ବିଭିନ୍ନ ସ୍କୁଲ ମାନଙ୍କରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପରିବେଷିତ

ହୋଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସବୁ ବହୁ ଉଚ୍ଚକୋଟୀର ଥିଲା ବିଶେଷ କରି ସୁବର୍ଣ୍ଣପୁର ,ଟ୍ରେଣ୍ଡି ଏକାଡେମୀ, ଲେବଲଅପ୍ ଡେନ୍ସ ଗୃପ ,ସାହାରା ଟ୍ରଷ୍ଟ ହାଇସ୍କୁଲ,  ସଂଗୀତ  ମହା ବିଦ୍ୟାଳୟ, କୋଶଳ ହାଇସ୍କୁଲ ର ନାଚ ଗୀତ ଖୁବ ଆକର୍ଷଣ ଥିଲା l  ଆଜିର ଏହି କାର୍ଯ୍ୟକ୍ରମ କୁ ବିଦ୍ୟାପତି ପଣ୍ଡା ସଂଯୋଜନା କରିଥୂବାବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ

ଅଧିକାରୀ ଅଶ୍ଵିନୀ କୁମାର ଭୋଇ ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦୁଃଖିଶ୍ୟାମ ସେଠୀ, ମାନଭଞ୍ଜନ ପଟ୍ଟନାୟକ, ବିନୋଦ ଦାନୀ,ଚମରା ବିଶି, ନିରାକାର ଦେହେରୀ ପ୍ରମୁଖ ସହଯୋଗ କରିଥିଲେ। ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ସଂସ୍କୃତିକ ଦଳ କୁ ଏସପି ଶ୍ରୀ ପଣ୍ଡା ବ୍ୟକ୍ତିଗତ ଭାବେ ଆର୍ଥିକ ରାଶି ପ୍ରଦାନ କରି ଉତ୍ସାହ ବଢ଼ାଇଥିଲେ l


News Comment




Photo in News

Advertisment
Lastest News
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like