-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ବିଧାୟକଙ୍କ ଦ୍ୱାରା ଲୋକାର୍ପିତ ହେଲା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟଯାନ

16-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଦୁର୍ଗମ ଅଞ୍ଚଳର ଦରିଦ୍ର ଓ ନିଷ୍ପେସିତ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ଏକ ସ୍ୱାସ୍ଥ୍ୟଯାନ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଙ୍କ ଦ୍ୱାରା ଲୋକାର୍ପିତ ହୋଇଯାଇଛି l ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ବିଧାୟକ ଶ୍ରୀ ମହାଲିଙ୍ଗ ସବୁଜ ପତାକା ଦେଖାଇ ଏହି ଯାନର ଶୁଭାରମ୍ଭ କରିଥିଲେ l ଏହି ଅବସରରେ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଆନୁଷ୍ଠାନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାୟକ ଶ୍ରୀ ମହାଲିଙ୍ଗ ଯୋଗଦେଇ ଏହି ସ୍ୱାସ୍ଥ୍ୟଯାନ ପ୍ରଚଳନ ଯୋଗୁଁ ଦୁର୍ଗମ ଗ୍ରାମାଞ୍ଚଳର ଜନସାଧାରଣ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସୂଚନା ଦେଇ ଏଭଳି ଏକ ମହତ କାର୍ଯ୍ୟରେ ପଲ୍ଲୀ ଆଲୋକ ପାଠାଗାରର ଯୋଗଦାନକୁ ଭୁୟସୀ ପ୍ରଶଂସା କରିଥିଲେ l

ପରେ ପରେ ଲୋଇସିଂହା ସ୍ଥିତ ଢୋଲମହୁଲ ଦାଦର ନିକଟରେ ନୂତନ ଭାବେ ନିର୍ମାଣ ହେବାକୁ ଥିବା ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାନକୁ ଯାଇ ପରଖିଥିଲେ l ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବଲାଂଗୀର ସିଡିଏମଓ ଡ଼. ପ୍ରଦୀପ ଗୁରୁ, ଲୋଇସିଂହା ଡ଼ାକ୍ତରଖାନାର ମୁଖ୍ୟ ଡା ଶେଖରଲାଲ ପଧାନ, ବାଦୀମୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରର ଡ଼ ଗୋଦାବରୀଶ ରଥ, ସିଡିପିଓ ଗାୟତ୍ରୀ ବାରିକ ପ୍ରମୁଖ ଯୋଗ ଦେଇଥିଲେ । ପିଏପି ର ହୀରାଲାଲ ମିଶ୍ର, ପ୍ରହଲ୍ଲାଦ ପଧାନ, ଗୋବିନ୍ଦ ବିଶି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଲନାରେ ସହଯୋଗ କରିବା ସହ ବିଜେପି ର ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like