-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ରୁଗୁଡିପଡା ସେରସୁଆଁଗୁଡିଠାରେ “ହଁତା ପେଟି” ଉଦଘାଟିତ

16-Aug-2023



ବଲାଙ୍ଗୀର,୧୬ା୮-ସମାଜରେ କିଛି ଅଭାବୀ ଲୋକ ରହିଛନ୍ତି ଓ ଆଉ କିଛି ଥିଲାବାଲା ଅଛନ୍ତି । କିଛିଲୋକଙ୍କ ଘରେ ବହୁତ କିଛି ବସ୍ତ୍ର ତଥା ଅନ୍ୟାନ୍ୟ ଜିନିଷ ରହିଥିବା ବେଳେ ଆଉ କିଛି ଲୋକ ଠିକରେ ପିନ୍ଧିବାକୁ ମଧ୍ୟ ପାଉନାହାଁନ୍ତି । ତେଣୁ ଯେଉଁମାନଙ୍କର ଆବଶ୍ୟକତା ରହିଛି ସେମାନଙ୍କ ପାଇଁ ସ୍ଥାପନ କରାଯାଇଛି “ହଁତା ପେଟି”ା ଯାହାର “ଅଛେ ବଏଲେ ଦେଉନ,ନି ନ ବଏଲେ ନଉନ” ଉଦ୍ଦେଶ୍ୟନେଇ ଏହାକୁ ସ୍ଥାନୀୟ ରୁଗୁଡିପଡା ସେରସୁଆଁଗୁଡିଠାରେ ଆରମ୍ଭ କରାଯାଇଛି । ରୁଗୁଡିପଡା ସେରସୁଆଁଗୁଡିଠାରେ ଥିବା ରାହୁଲ ଚା ଦୋକାନରେ ବସୁଥିବା କିଛି ବୁଦ୍ଧିଜୀବୀ ସମାଜର ଅବହେଳିତବର୍ଗଙ୍କ ପାଇଁ ଚିନ୍ତା କରି ଏଭଳି ପଦକ୍ଷେପ ନେଇଛନ୍ତି । ଅନେକ ବଦାନ୍ୟ ବ୍ୟକ୍ତି ତାଙ୍କ ଘରେ ଥିବା ନୂଆ ନୂଆ କପଡା,ବହି,ଖାତା ତଥା ଅନ୍ୟାନ୍ୟ ବ୍ୟବହାର୍ଯ୍ୟ ଜିନିଷ ଆଣି ଏହି ହଁତା ପେଟିରେ ରଖୁଛନ୍ତି । ଯେଉଁ ଅଭାବୀ ଲୋକମାନଙ୍କର ଆବଶ୍ୟକ ସେହି ଲୋକମାନେ ଆସି ଏଠାରୁ ଜିନିଷପତ୍ର ନେଇକି ମଧ୍ୟ ଯାଉଛନ୍ତି ।

ଅଗଷ୍ଟ ୧୫ ତାରିଖରେ ୭୭ତମ ସ୍ୱାଧୀନତା ଦିବସରେ ଏହାକୁ ଉଦଘାଟନ କରାଯାଇଛି । ବରିଷ୍ଠ ନାଗରିକ କୈଳାଶ ଦାସ ଓ ସମ୍ବାଦର ମୁଖ୍ୟ ବାର୍ତ୍ତାସଂପାଦକ ଅରବିନ୍ଦ ଦାସ ଏହାକୁ ଅନ୍ୟାନ୍ୟ ସଭ୍ୟମାନଙ୍କ ଉପସ୍ଥିତିରେ ଉଦଘାଟନ କରିଛନ୍ତି । ପ୍ରଥମେ ପୂଜାର୍ଚ୍ଚନା କରି ନାରିକେଳ ବାଡେଇ ଏହାକୁ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଂଜୟ ଭୋଇ,ଗଗନବିହାରୀ ମହାନ୍ତି,ଭାଗିରଥି ମହାକୁର,ଶଶିଶେଖର ପଣ୍ଡା,ପ୍ରଭାତ ସାହୁ,ଅରୂଣ ନାଏକ,ପ୍ରଦୀପ ମହାନ୍ତି,ପ୍ରଶାନ୍ତ ପଟ୍ଟନାୟକ,ବିକାଶ ନନ୍ଦ,ଗଙ୍ଗୁ ହୋତା,ଟିନୁ ଅଲ୍ଲୀ,ଶଙ୍କରଲାଲ ବରାଇ,କ୍ଷିରୋଦ୍ର ମିଶ୍ର,ଜୟକୃଷ୍ଣ ସାହୁ,ରଜନିକାନ୍ତ ସେଠ,ନୟନ ମହାନ୍ତି,ଶିବାନନ୍ଦ ଦାସ,ସାମ୍ବାଦିକ ମନୋରଂଜନ ଯୋଷୀ,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ପ୍ରଦୀପ୍ତ ମିଶ୍ର,କାନନବିହାରୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like