-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ବନମହୋତ୍ସବ କାର୍ଯ୍ୟକ୍ରମ

16-Aug-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନ ସ୍ଥଳୀଠାରେ ୭୭ତମ ସ୍ୱାଧିନତା ଦିବସ ଅବସରରେ ଏକ ସାମୁହିକ ବୃକ୍ଷରୋପଣ (ବନମହୋତ୍ସବ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମକୁନ୍ଦପୁର ଗ୍ରାମପଞ୍ଚାୟତ ଓ ବନବିଭାଗର ମିଳିତ ଅନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ, ସମ୍ମାନୀତ ଅତିଥି ଭାବରେ ଭୀମପାହାଡ ମହୋତ୍ସବ କମିଟିର ଅଧ୍ୟକ୍ଷ ବରିଷ୍ଠନେତା ଲକ୍ଷ୍ମଣ କୁମାର ମେହେର, ଜିଲ୍ଲାପରିଷଦ ସଭ୍ୟା ସୁମତି ସେଠ, ମମତା କୁମୁରା, ମକୁନ୍ଦପୁର ସରପଞ୍ଚ ଜାନକୀ ସାହୁ, ସମିତିସଭ୍ୟ ଅଭିମନ୍ୟୁ ମାଝୀ,ଭୀମବୁଢା ମନ୍ଦିରର ପୂଜକ ସମାଜର ହଳଧର କୁଅଁର,ବଲାଙ୍ଗୀର ରେଞ୍ଜର କେଶବକିଶୋର ନାୟକ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇ ବୃକ୍ଷରୋପଣ କରିଥିଲେ । ଅତିଥିଗଣ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ପରିବେଶ ସୁରକ୍ଷା କରିବା, ପରିବେଶକୁ ପଲିଥିନମୁକ୍ତ କରିବା ଓ ଜଙ୍ଗଲ ସୁରକ୍ଷାକୁ ଗୁରୁତ୍ୱଦେବାକୁ ଉପସ୍ଥିତ ଲୋକଙ୍କୁ କହିଥିଲେ । ଏହି ପର୍ଯ୍ୟଟନସ୍ଥଳୀରେ ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛନ୍ତି । ରାଜ୍ୟସରକାର ଏହି ପର୍ଯ୍ୟଟନସ୍ଥଳୀକୁ ଗୁରୁତ୍ୱ ମଧ୍ୟ ଦେଉଛନ୍ତି । ଜଙ୍ଗଲସୁରକ୍ଷା କମିଟି ଓ ବନବିଭାଗ ଜଙ୍ଗଲସୁରକ୍ଷା କରାଉଛନ୍ତି । ତେବେ ଏଠାରେ କିଛି ଫଳବୃକ୍ଷର ଆବଶ୍ୟକତା ରହିଥିଲା ।

ଆଜି ପାହାଡତଳେ ଶତାଧିକ ସଂଖ୍ୟାରେ ଫଳବୃକ୍ଷ ରୋପଣ କରାଯାଇଛି ବୋଲି ବଲାଙ୍ଗୀର ରେଞ୍ଜଅଫିସର କେଶବକିଶୋର ନାୟକ ସୂଚନା ଦେଇଥିଲେ । ଆଗାମୀ ଦିନରେ ଏହି ପର୍ଯ୍ୟଟନସ୍ଥଳୀକୁ ସଂଯୋଗ ହେଉଥିବା ସମସ୍ତ ରାସ୍ତାରେ ମଧ୍ୟ ବୃକ୍ଷରୋପଣ କରାଯାଇ ସୌନ୍ଦର୍ଯ୍ୟକରଣ କରାଯିବାକୁ  ପ୍ରସ୍ତାବ ଦିଆଯାଇଛି ବୋଲି ସରପଞ୍ଚ ଜାନକି ସାହୁ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଫରେଷ୍ଟର ଜେନା ରାଉତ, ବ୍ୟାସଦେବ ସାହୁ, ଫରେଷ୍ଟଗାର୍ଡ ଗଣ, ମହୋତ୍ସବ କମିଟିର ସଂପାଦକ ଗୋବର୍ଦ୍ଧନ ସାହୁ, ନନ୍ଦିକିଶୋର ନାଏକ, ଭୀମଡୁଙ୍ଗୁରୀ ଭିଏସଏସ ସଭାପତି ବୀରବର କୁଅଁର, ମାଁ ଦୁର୍ଗା ଏସଏଚଜି ଥାଲବନ୍ଦର ଲବଣୀ ସାହୁ, ସଂପାଦିକା ସୁରେଖା ପଟେଲ, ମିଶନଶକ୍ତି ମହାସଂଘର ସଭାପତି ଭୂମୀସୁତା ସାହୁ,  ସଂପାଦିକା ପ୍ରଭାସିନୀ ପଟେଲ,ଏମବିକେ ଭୂମୀସୁତା ମାଝୀ, ମେହେର ପଧାନ,ସୁଦାମ ପଧାନ, ବିରଞ୍ଚି ପଧାନ, ଦୟା ମହାକୁର, ୱାର୍ଡସଭ୍ୟ କିଶୋର ପ୍ରମୁଖ କାର୍ଯ୍ୟକ୍ରମରେ ସହ ଯୋଗ କରିଥିବା ବେଳେ ଶତାଧିକ ସ୍ୱୟଂସହାୟୀକା ଗୋଷ୍ଠୀର ମହିଳା ଓ ସ୍ଥାନୀୟ ଲୋକମାନେ ଯୋଗଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like