-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସେବାଶ୍ରମ ପାଇଁ ଭୂମିପୂଜନ

16-Aug-2023



ବଲାଙ୍ଗୀର(ପ୍ରେରଣା ଖବର ): ଗତ ସ୍ୱାଧୀନତା ଦିବସ ଅବସରରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ  ପୁଇଁତଲା ବ୍ଲକ ସାତମାଇଲ ଛକ ଠାରେ ସେବାଶ୍ରମ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଧୂମଧାମ ରେ ଅନୁଷ୍ଠିତ ହୋଇଯାଇଛି lସଂଗଠନର ପ୍ରତିଷ୍ଠାତା ସୋମନାଥ ମିଶ୍ର ଙ୍କ ସଂଯୋଜନା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ପୁଇଁତଲା ବ୍ଲକ ଅଧକ୍ଷ ସରୋଜ ପଧାନ, ଅନୁଷ୍ଠାନର ଉପଦେଷ୍ଟା ବହଳପଦର ପଂଚାୟତ ର ସରପଞ୍ଚ ଅଦ୍ୱେତ କଣ୍ଣ,ସମିତି ସଭ୍ୟ ଶ୍ରୀପତି ବାଗ, ଅଙ୍କରିଆପଦର ସରପଞ୍ଚ ବିବେକାନନ୍ଦ ଖମାରି,ଲୋଟସ

ଷଡ଼ଙ୍ଗୀ, ଭଗବାନ ମିଶ୍ର, ଅମରେଶ ଖେତୀ,ବିଜୟ ବଗର୍ତି ପ୍ରମୁଖ ଉପସ୍ଥିତ ଥିବା ବେଳେ ଅନୁଷ୍ଠାନ ଶତାଧିକ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ...ପ୍ରକାଶ ଥାଉ କି ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଦୀର୍ଘ ବର୍ଷ ଧରି ଅସହାୟ ଅବହେଳିତ ଲୋକଙ୍କ ପାଇଁ ସେବା ସମର୍ପଣ ପାଇଁ କେବଳ ବଲାଙ୍ଗୀର ଜିଲ୍ଲା ରେ ନୁହଁ ରାଜ୍ୟ ର ଅନ୍ୟତମ ପ୍ରମୁଖ ସଂଗଠନ ଭାବରେ କାର୍ଯ୍ୟ କରିଆସୁଛି lବିଭିନ୍ନ ଅଂଚଳ ରେ ସଂଗଠନ ର ଶାଖା ର ବହୁ ଯୁବକ ଯୁବତୀ ସେବା କାର୍ଯ୍ୟ  ଅନବରତ ଭାବରେ କରିଆସୁଛନ୍ତି l ସେବାଶ୍ରମ ସଂଗଠନ ର ସ୍ୱପ୍ନ ଥିଲା ଯାହା ଖୁବ ଶୀଘ୍ର ପୂରଣ ହୋଇ ଅସହାୟ ମୁହଁ ରେ ହସ ଫୁଟାଇବ ବୋଲି ଅନୁଷ୍ଠାନ ତରଫରୁ କୁହାଯାଇଛି...ଏହି ସେବାଶ୍ରମ ଅନୁଷ୍ଠାନ ର ପୁରୋଧା ସ୍ବର୍ଗତ ଲଳିତ ନାୟକ ଏବଂ ଉପଦେଷ୍ଟା ରାମ ପଧାନ ଙ୍କ ସୃତି ରେ କରାଯିବ ବୋଲି ସମସ୍ତେ ମତପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like