-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ସୋନପୁର୍ ମହାବିଦ୍ୟାଳୟ ରେ ୭୭ ତମ ସ୍ବାଧିନତା ଦିବସ ପାଳିତ

16-Aug-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ସୋନପୁର୍ ମହାବିଦ୍ୟାଳୟ ରେ ୭୭ ତମ ସ୍ବାଧିନତା ଦିବସ ବହୁତ ହର୍ଶୋଲାଷ ରେ  ପାଳିତ ହେଇଯାଇଛି। ମହା ବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ ରାଜୀବ କୁମାର ଆଚାର୍ଯ୍ୟ ପତାକା ଉତ୍ତୋଳନ କରିଥିଲେ ତଥା ଲେଫ୍ଟନାଣ୍ଟ ଆଶିଷ କୁମାର ଅଗ୍ରୱାଲ ଙ୍କ ତତ୍ବାବଧାନରେ ଏନସିସି ତରଫ୍ ରୁ ସୁନ୍ଦର ପ୍ୟାରେଡ୍ କରା ଯାଇଥିଲା । କଲେଜ ଅଧ୍ୟକ୍ଷ ସ୍ଵାଧୀନତା ଦିବସ ଉପରେ ନିଜର ବକ୍ତବ୍ୟ ରଖିଥିଲେ ଏବଂ ଦେଶ ପ୍ରତି ଦାୟିତ୍ଵ ବୋଧ ଉପରେ ଆଲୋକପାତ କରିଥିଲେ । ଏହି ଅବସର ରେ କଲେଜ ର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ । ଏନସିସି କେଡେଟ୍ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ଏବଂ ଲେଫ୍ଟନାଣ୍ଟ ଆଶିଷ କୁମାର ଅଗ୍ରୱାଲ ଙ୍କୁ "ବେଟି ବଚାଓ,ବେଟି ପଢ଼ାଓ" ଅଭିଯାନ ପାଇଁ ବାଳିକା କେଡେଟ୍ ଙ୍କ ସହ ପୁରସ୍କୃତ କରା ଯାଇଥିଲା । ଯୁକ୍ତ ଦୁଇ ବାଣିଜ୍ୟ ବିଭାଗ ର ଛାତ୍ର ଚନ୍ଦ୍ରଶେଖର ଭୁତ୍ ଙ୍କୁ ଜିଲ୍ଲା ରେ ସର୍ବୋଚ୍ଚ ନମ୍ବର୍ ରଖି ଥିବାରୁ  ପୁରସ୍କୃତ କରା ଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like