-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

16-Aug-2023



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧିନତା ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ

ତରଫରୁ ସମଗ୍ର ସହରରେ ରାମ ଧୂନ ପରିବେଷଣ, ସକାଳ ୭ ଟା ରେ ଉପଖଣ୍ଡ ର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l ପରେ ପରେ ସ୍ଥାନୀୟ ଏନଏସି ଏବଂ ବିଭିନ୍ନ ଅନୁଷ୍ଠାନ ତଥା ବୁଦ୍ଧିଜୀବୀ ଙ୍କ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଜବାହର ଲାଲ ନେହେରୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ l ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମରେ ଆୟୋଜିତ ପ୍ୟାରେଡ ଉତ୍ସବ ରେ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରି ସ୍ୱାଧୀନତାର ପରିଭାଷା ଭିନ୍ନ ଭିନ୍ନ ହୋଇଥାଏ ଯାହାକି, ସ୍ବାଧିନତା ପାଇବା ବହୁତ କଷ୍ଟକର କିନ୍ତୁ ସ୍ବାଧିନତାକୁ ସାଇତି ରଖିବା, ସ୍ବାଧିନତାକୁ ସୁରକ୍ଷିତ ରଖିବା ଏବଂ କିଛି ଦିନ ପରେ ସ୍ବାଧୀନତାକୁ ଆଉ କାହାକୁ ଦେବା ଅଧିକ କଷ୍ଟକର ବୋଲି ଉପଜିଲ୍ଲାପାଳ ନିଜ ବକ୍ତବ୍ୟ ରେ କହିଥିଲେ ।ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ୟସ ପ୍ରତାପ ଶ୍ରୀମଲଙ୍କ ସମେତ ସହରର ବିଶିଷ୍ଠ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ ସାମୁହିକ ପ୍ୟାରେଡ଼ରେ ତିରିଶ ଗୋଟି ବିଦ୍ୟାଳୟର  ପ୍ୟାରେଡ ଦଳ ଭାଗ ନେଇଥିବା ବେଳେ ବାଲିଗୁଡା ଉପଖଣ୍ଡରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ତଥା ବିଭିନ୍ନ କ୍ଷେତ୍ରରେ ପାରିଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ସମ୍ମାନିତ କରାଯାଇଥିଲା । ମଧ୍ୟାହ୍ନ ରେ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଓ ସ୍ଥାନୀୟ କାରାଗାର ର ଅନ୍ତେବାସୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ଫଳ ଓ ମିଷ୍ଟାନ ବଣ୍ଟନ କରାଯାଇଥିଲା l ଅପରାହ୍ନରେ ଏକ ଭଳିବଲ ମ୍ୟାଚର ଫାଇନାଲ ଖେଳ ଆୟୋଜିତ ହୋଇଥିଲା l ସନ୍ଧ୍ୟାରେ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଏକ ବନ୍ଧୁ ମିଳନର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଏହି ସମସ୍ତ କାର୍ଯ୍ୟକ୍ରମରେ ବାଲିଗୁଡ଼ା ଥାନା ଅଧିକାରୀ ବାବା ଶଙ୍କର

ସରାଫ୍ ଙ୍କ ନେତୃତ୍ୱରେ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହ୍ଲାଦ ଖୋସ୍ଲା ପରିଚାଳନା କରିଥିଲେ ଏବଂ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମୀରଞ୍ଜନ ମହାରଣା, ତୀର୍ଥବାସୀ ଘଡାଇ, ବ୍ରଜବନ୍ଧୁ ସାହାଣି ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like