-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିନିକାରେ ୭୭ତମ ସ୍ବାଧିନତା ଦିବସ ମହାସମାରୋହରେ ପାଳିତ

16-Aug-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ କଲେଜ ପଡ଼ିଆ ଠାରେ ଏନଏସି ସ୍ତରୀୟ ସ୍ବାଧିନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଏଥିରେ ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ଼ରେ ଅଭିବାଦନ ଜଣାଇଥିଲେ ।ସେ ତାଙ୍କ ବକ୍ତବ୍ୟରେ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଭୂମିକା ନିଭାଇଥିବା ମହାପୁରୁଷ ମାନଙ୍କ ତ୍ୟାଗ ଓ ବଳିଦାନ ଉପରେ ଆଲୋକପାତ କରିଥିଲେ। ଆମର ଭବିଷ୍ୟତ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜଳ କାମନା କରିବା ସହିତ ଅଞ୍ଚଳର ବିକାଶରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି କହିଥିଲେ  ।ଏହି ପରିପ୍ରେକ୍ଷୀରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ସିନିୟର୍ ବିଭାଗରେ ପ୍ରଥମ ପୁରସ୍କାର ପାଇଥିବା ଶିକ୍ଷାନୁଷ୍ଠାନ ସେଣ୍ଟ ଭ୍ୟାଲି ହାଇସ୍କୁଲ୍,ଦ୍ଵିତୀୟରେ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର,ତୃତୀୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ,ଜୁନିଅର ବିଭାଗ ପ୍ରଥମ ସ୍ଥାନରେ ବାଳିକା ହାଇସ୍କୁଲ ପ୍ରାଥମିକ ବିଭାଗ,ଦ୍ଵିତୀୟ ଆଦର୍ଶ ବିଦ୍ୟାଳୟ,ତୃତୀୟ ସରସ୍ଵତୀ ଶିଶୁ ମନ୍ଦିର,ପ୍ୟାରେଡ଼ରେ ସେଣ୍ଟ ଭ୍ୟାଲି ହାଇସ୍କୁଲ୍ ପ୍ରଥମ,ଶିଶୁ ମନ୍ଦିର ଦ୍ଵିତୀୟ,ସିଦ୍ଧାର୍ଥ ଜୁନିଅର କଲେଜ ତୃତୀୟ ଆଦିଙ୍କୁ ମାନପତ୍ର ଓ ଟ୍ରଫି ଦେଇ ଅତିଥି ମାନେ ସମ୍ମାନିତ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା ସଂଯୋଜନା କରିଥିବା ବେଳେ ଶେଷରେ ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।ଅନୁଷ୍ଟିତ କାର୍ଯ୍ୟକ୍ରମରେ ବିନିକା ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ,ସରକାରୀ/ବେସରକାରୀ କର୍ମଚାରୀ,ଜନସାଧାରଣ,ପରିଷଦ କାଉନସିଲର,ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ଉପସ୍ଥିତ ଥିଲେ ।ଅନ୍ୟ ପକ୍ଷରେ ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ,ଜୁନିଅର କଲେଜରେ ଅଧ୍ୟକ୍ଷା ରେଖା ପ୍ରଧାନ,ଫୁଲମୁଠି ମହିଳା ଜୁନିଅର କଲେଜରେ ଅଧ୍ୟକ୍ଷ ପଞ୍ଚାନନ ସାହୁ,ବାଉଶୁନି ଜଗନ୍ନାଥ କଲେଜରେ ଅଧ୍ୟକ୍ଷ ବନବିହାରୀ ମିଶ୍ର,ଆଦର୍ଶ ବିଦ୍ୟାଳୟରେ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ କ୍ଷେତି,ବିନିକା ସ୍ପୋର୍ଟସ କ୍ଲବରେ ସଭାପତି ସୋମନାଥ ମିଶ୍ର,ଏନଏସିରେ ଅଧ୍ୟକ୍ଷ ସୁବାସ ଭୋଇ ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like