-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗଣଇସ୍ତାହାର ପୁନଃ ପ୍ରକାଶନ ର ଲୋକାର୍ପଣ ଉତ୍ସବ

16-Aug-2023



ବରଗଡ:-୧୯୮୧ ରେ ସ୍ବର୍ଗତ ଶିତିକଣ୍ଠ ପାଟ୍ଟଯୋଶୀଙ୍କ ଦ୍ଵାରା ପ୍ରତିଷ୍ଠିତ ଗ୍ରାମାଞ୍ଚଳର ଗରିବ ଖଟିଖିଆ,ନିଷ୍ପେସିତ ଜନଗଣଙ୍କ ସ୍ୱର 'ଗଣ ଇସ୍ତାହାର' ର ପୁନଃ ପ୍ରକାଶନ ଲୋକାର୍ପଣ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଛି। ଅଗଷ୍ଟ ୧୫ ରେ ବରଗଡ ବିଜୁ ପଟ୍ଟନାୟକ ଟାଉନ ହଲରେ ଏକ  ବର୍ଣ୍ଣାଢ୍ୟ ପରିବେଶରେଭ ପୁନଃ ପ୍ରକାଶନର ଲୋକାର୍ପଣ ଉତ୍ସବ ହେଲା। ଏହି କାର୍ଯ୍ୟକ୍ରମରେ ଗଣଇସ୍ତାହାରର ମୁଖ୍ୟ ସମ୍ପାଦକ ପ୍ରସନ୍ନ କୁମାର ମିଶ୍ର ସଭାପତିତ୍ବ କରିଥିଲେ।  ସମ୍ପାଦକ ଡ ପ୍ରଦୀପ

କୁମାର ହୋତା ସଂଯୋଜନା  କରିଥିଲେ। ପୂର୍ବତନ ମନ୍ତ୍ରୀ ପ୍ରକାଶ ଦେବତା,ବରିଷ୍ଠ ସାମ୍ବାଦିକ ଶଙ୍କର ବଲ୍ଲଭ ମିଶ୍ର,ବରିଷ୍ଠ ଆଇନଜୀବୀ ଶିରିଷ ବଲ୍ଲଭ ମିଶ୍ର,ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର,ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ,ପୂର୍ବତନ ବିଧାୟକ ସାଧୁ ନେପାକ,ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ,ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫ,ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ହୋତା ପ୍ରମୁଖ ମଞ୍ଚାସୀନ ଥିଲେ। ଗଣଇସ୍ତାହାର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ଶିତିକଣ୍ଠ ପାଟ୍ଟଯୋଶୀ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ସ୍ମୃତି ଚାରଣ କରିଥିଲେ। ଏକଦା ପ୍ରତ୍ୟେକ ପୁରପଲ୍ଲୀରେ ଜନମାନସରେ ଏକ ମୁଖ୍ୟ ସ୍ଥାନ ଅଧିକାର କରିଥିବା ଗଣଇସ୍ତାହାରର ଉତ୍ତରୋତ୍ତର ଶ୍ରୀବୃଦ୍ଧି କାମନା କରିଥିଲେ । ସଂପାଦକ ଡ ପ୍ରଦୀପ କୁମାର ହୋତା ସ୍ବର୍ଗତ ଲେଙ୍କୁ ମିଶ୍ରଙ୍କ ଧର୍ମପତ୍ନୀ ଯଶୋଦା ମିଶ୍ରଙ୍କୁ ପୁନଃ ପ୍ରକାଶନ ଗଣଇସ୍ତାହାରର ପ୍ରଥମ କପିକୁ ପ୍ରଥମେ ପ୍ରଦାନ କରିଥିଲେ। ସଂପ୍ରତି ଇଣ୍ଟରନେଟ ଯୁଗ ହେତୁ ଖୁବ ଶୀଘ୍ର ଡିଜିଟାଲ ମାଧ୍ୟମରେ ଲୋକ ପାଖ କୁ ଗଣଇସ୍ତାହାର ଖବର ପହଞ୍ଚିପାରିବ ଏବଂ ପୂର୍ବବତ ସାଲିସବିହୀନ ନିରପେକ୍ଷ ଖବର ପ୍ରକାଶ କରିବ ବୋଲି ସଂପାଦକ ଡ  ହୋତା ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାର ସମସ୍ତ ବ୍ଲକର ସାମ୍ବାଦିକ,ଖବରକାଗଜ ପ୍ରେମୀ, ସଚେତନ ନାଗରିକ,ବୁଦ୍ଧିଜୀବୀ,ଶିକ୍ଷାବିତ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like