-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ଷ୍ଟାଡିୟମ ଠାରେ ଏକ ଦିବସୀୟ ଇଣ୍ଡିପେନଡେନ୍ସ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

16-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସ୍ଵାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ସ୍ଥିତ ଷ୍ଟାଡିୟମ୍ ଠାରେ ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ ତରଫରୁ ଚାଲିଥିବା ଏକଦିବସୀୟ ଇଣ୍ଡିପେନ୍ଡେନ୍ସ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଜନ କଲ୍ଯାଣ ଯୁବ ସାମ୍ମୁଖ୍ୟ ର ସଭାପତି ତଥା ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଦିଲ୍ଲୀପ ବେହେରା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟ ର ଫାଇନାଲ ଖେଳ ଲୋଇସିଂହା ଆଦିବାସୀ ଫୁଟବଲ୍ ଆସୋସିଏସନ୍ ଓ ତେନ୍ତୁଳିଖୁଣ୍ଟି ମଧ୍ୟରେ ହୋଇଥିଲା l ଲୋଇସିଂହା ଆଦିବାସୀ ଫୁଟବଲ୍ ଆସୋସିଏସନ୍ 1-0 ଗୋଲ ରେ ତେନ୍ତୁଳିଖୁଣ୍ଟି ଦଳ କୁ ପରାସ୍ତ କରି ଚାମ୍ପିଅନ ହୋଇଥିଲା I ଏହି ଅବସରରେ ପୁରସ୍କାର ବିତରଣୀ ଉତ୍ସବରେ ବଲାଙ୍ଗୀର ଜିଲ୍ଲା ଏସ୍ ସି ସେଲ ଅଧ୍ୟକ୍ଷ ଶ୍ରୀଯୁକ୍ତ ଓମ୍ ପ୍ରକାଶ କୁମ୍ଭାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥିଭାବେ ରାଜକିଶୋର ବେହେରା ଯୋଗଦେଇ ବିଜେତା ଓ ଉପବିଜେତା ଦଳଗୁଡ଼ିକୁ ପୁରସ୍କୃତ କରିଥିଲେ I ଏହି ଟୁର୍ଣ୍ଣାମେଣ୍ଟ ରେ ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ଆଦିବାସୀ ଫୁଟବଲ୍ ଆସୋସିଏସନ୍ ର ନନ୍ଦନ ପଧାନ ଏବଂ ଫାଇନାଲ ମ୍ୟାଚରେ ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ଆଦିବାସୀ ଫୁଟବଲ୍ ଆସୋସିଏସନ୍ ର ନନ୍ଦୁ ପଧାନ ଙ୍କୁ ପୁରସ୍କୃତ କରାଯାଇଥିଲା l  ପରେ ରାଜ୍ଯ ସରକାରଙ୍କ ଦ୍ଵାରା ମନୋନୀତ ହୋଇଥିବା ବଲାଙ୍ଗୀର ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ  ର ଅଧ୍ୟକ୍ଷ ଶ୍ରୀଯୁକ୍ତ ବ୍ରଜମୋହନ ବିଶୋଇ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଟୁର୍ଣ୍ଣାମେଣ୍ଟ ର ସମସ୍ତ ଖେଳ କୁ ଜ୍ୟୋତିର୍ମୟ ରାଉତ, ଅଞ୍ଜନ ବେସରା ,କରୁଣାକର ପଧାନ ଓ ବିଜୟ ରଣା ପରିଚାଳନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like