-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଓ ନୂଆପଡ଼ା ରେଳ ଲାଇନ ର ନୋଟିଫିକେସନ ପରେ ଜମି ଅଧିଗ୍ରହଣ ପାଇଁ ଜଏଣ୍ଟ ଏକସନ କମିଟିର ଦାବି

17-Aug-2023



ବରଗଡ଼:-ପ୍ରସ୍ତାବିତ ବରଗଡ଼, ପଦ୍ମପୁର, ନୂଆପଡ଼ା ରେଳ ଲାଇନ ଦାବିକୁ ସରକାର ଗତ ଜାନୁୟାରୀ ମାସରେ ମଞ୍ଚୁରୀ ଦେବାପାଇଁ ନୋଟିଫିକେସନ କରିଥିବା ବେଳେ ଏହାର ଜମି ଅଧିଗ୍ରହଣ ପାଇଁ ଦାବି ହେଉଛି। ବରଗଡ଼ ନୂଆପଡ଼ା ରେଳ ଲାଇନ ଦାବିର ଜଏଣ୍ଟ ଏକସନ କମିଟିର ଆବାହକ ଆଇନଜୀବୀ ଅଜିତ କୁମାର ଶତପଥୀଙ୍କ ଆବାହକତ୍ୱରେ ପଦ୍ମପୁର ଧର୍ମଶାଳା ଠାରେ ଆଇନଜୀବୀ ଗୌନ୍ତିଆ କୁମାର ସାହୁଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇ ଆସନ୍ତା କିଛି ଦିନ ମଧ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚ ପଦାଧିକାରୀ ଓ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଯଥାଶୀଘ୍ର ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଦାବି ଉପସ୍ଥାପନ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି। ଜଏଣ୍ଟ ଏକସନ କମିଟିର କାର୍ଯ୍ୟକାରୀ କମିଟି ବିଜେପୁର, ପାଇକମାଲ ଓ ପଦ୍ମପୁରର ସଦସ୍ୟଙ୍କ ଉପସ୍ଥିତିରେ ଆଲୋଚନା ହୋଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେବାସହ କେନ୍ଦ୍ର ସରକାର ଉକ୍ତ ନୋଟିଫିକେସନକୁ କାର୍ଯ୍ୟନିର୍ଦ୍ଦେଶ ଦେବାପାଇଁ  ରାଜ୍ୟ ସରକାର ଜମି ଅଧିଗ୍ରହଣ କରିବା ସକାଶେ ଦାବି ଉପସ୍ଥାପନ କରିବା ପାଇଁ ଜଏଣ୍ଟ ଏକସନ କମିଟିର ଏକ ଟିମ୍ ଭୁବନେଶ୍ୱର ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭାଗର ଅଧିକାରୀମାନଙ୍କୁ ଭେଟି ଦାବି ଉପସ୍ଥାପନ କରିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଛି । ଉକ୍ତ ଜଏଣ୍ଟ ଏକସନ କମିଟି ବୈଠକ ଓକିଲ ସଂଘ ସଭାପତି ସନ୍ତାନ ଶତପଥି, ନାଗରିକ କମିଟିର ସଭାପତି ନିରୋଜ ଦୋରା , ପଦ୍ମପୁର ବଣିକ ସଂଘ ପ୍ରତିନିଧି- ନନ୍ଦ କିଶୋର ଅଗ୍ରୱାଲ, ରମେଶ ଅଗ୍ରୱାଲ, ସାମ୍ବାଦିକ ସଂଘ ପ୍ରତିନିଧି ବିଜୟ  କୁମାର ସାହୁ, ଆଦିତ୍ୟ କୁମାର ରଥ , ବିଜେପୁର ରୁ ମଣି ପଣ୍ଡା, ଅଜିତ କୁମାର ସାହୁ, ଅଭୟ ସାହୁ, ପ୍ରମୋଦ ସାହୁ ,ପାଇକମାଲ ନାଗରିକ କମିଟିରୁ ବିନୋଦ କାଳିଆ , ଆଇନଜୀବୀ ରାଜକିଶୋର ସାହୁ , ରମେଶ ଅଗ୍ରୱାଲ , ପ୍ରମୁଖ ଯୋଗଦାନ ଦେଇ ଆଲୋଚନାରେ ଅଂଶଗ୍ରହଣ କରି ଆସନ୍ତା ଦିନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ଯଥାଶୀଘ୍ର ଏକ ପ୍ରତିନିଧି ଦଳ ଭୁବନେଶ୍ବରରେ ପହଞ୍ଚି ଦାବି ଉପସ୍ଥାପନ କରିବା ପାଇଁ ଜରୁରୀ ନିଷ୍ପତ୍ତି ଗ୍ରହଣ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like