-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ରାଜ୍ୟ

ଅଙ୍ଗଦାନ ପାଇଁ ସତ୍ୟପାଠ କଲେ ବଲାଙ୍ଗୀର ଅବସରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମିଶ୍ର

17-Aug-2023



କଟକ, ଓଡ଼ିଶା କୋଠାବାଡି ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଗୋପବନ୍ଧୁ ଭବନ ଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଲୋକ ସେବକ ମଣ୍ଡଳ ରାଷ୍ଟ୍ରୀୟ ସଂପାଦକ ଡ. ପ୍ରଭାସ ଆଚାର୍ଯ୍ୟ ଙ୍କ ଅଙ୍ଗଦାନ ସଚେତନତା ସଂପର୍କରେ ଆଲୋଚନା କରିଥିଲେ । ଶ୍ରୀମୟୀ ପୂର୍ବରୁ ଶରୀର ଓ ଅଙ୍ଗଦାନ କରିଥିବା ବେଳେ ତାଙ୍କ ମାଁ ବଲାଙ୍ଗୀର ନେହେରୁ ନଗରର ବାସୀନ୍ଦା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମିଶ୍ର ମଧ୍ୟ

ଏହି ଅବସରରେ ଶରୀର ଓ ଅଙ୍ଗଦାନ ପାଇଁ ସତ୍ୟପାଠ କରି ପରିଚୟପତ୍ର ଗ୍ରହଣ କରିଥିଲେ । ଏଥିସହ ରାଜ୍ୟର ଦୁଃସ୍ଥ, ଅସହାୟ ମହିଳାଙ୍କ ସହାୟତା ନିମନ୍ତେ ୧ଠ ହଜାର ଟଙ୍କା ସମାଜ ରିଲିଫ୍ ପାଣ୍ଠିକୁ ଦାନ କରିଛନ୍ତି ।  ‘ସମାଜ’ ସଂପାଦକ ଡ. ପ୍ରମୋଦ କୁମାର ମହାପାତ୍ର ଓ ମୁଖ୍ୟ ପରିଚାଳକ ଶିବରାମ ମିଶ୍ର ତଥା ଧାରାବାହିକ ପ୍ରଯୋଜକ ସୂର୍ଯ୍ୟ ରଥ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like