-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି

04-Oct-2020



 ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ବିଧାନସଭା ପରିସରରେ ତାଙ୍କ ପାର୍ଥ ଶରୀର ପହଞ୍ଚିବା ପରେ ବିଭିନ୍ନ ଦଳର ରାଜନୈତିକ ନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ  ବିୟୋଗ ପରେ ମହାରଥୀଙ୍କ ସ୍ମୃତିଚାରଣ କରିଛନ୍ତି ବହୁ ନେତା। ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ ପ୍ରଦୀପ ମହାରଥୀଙ୍କର କୌଣସି ପ୍ରକାରର ଭୟ ନ ଥିଲା। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି। ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ ତାଙ୍କ ବିୟୋଗ ଦଳ ପାଇଁ ବଡ଼ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ସେ। ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି!!ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ଜଣାଇଲେ ସମବେଦନା। ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରମିଳା ମଲ୍ଲିକ । କହିଲେ, ବିଧାୟକଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ଆମ ବିଜେଡି ପରିବାର ଜଣେ ମୁରବୀଙ୍କୁ ହରାଇଲା! ପିସିସି ସଭାପତି  ନିରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଦୀପ ମହାରଥୀଙ୍କର ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ ପ୍ରଦୀପ ମହାରଥୀଙ୍କ କାମକୁ ସେ ବହୁବାର ବିଧାନସଭାରେ  ପ୍ରଶଂସା କରିଛନ୍ତି। ସେଦୁହେଁ ମିଶି ବହୁ ଲୋକହିତକର କାର୍ଯ୍ୟ କରିଛନ୍ତି ବୋଲି ସୁରେଶ କୁମାର ରାଉତରାୟ କହିଛନ୍ତି। ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରମିଳା ମଲ୍ଲିକ । କହିଲେ, ବିଧାୟକଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ଆମ ବିଜେଡି ପରିବାର ଜଣେ ମୁରବୀଙ୍କୁ ହରାଇଲା । ତାଙ୍କ ସ୍ଥାନ କେହି ପୂରା କରିପାରିବେ ନାହିଁ! ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି ଯେ ତାଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍ ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ। ବରିଷ୍ଠ ବିଜେପି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ ବି ଗଭୀର ଶୋକ ପ୍ରକାଶ କରିଛନ୍ତି!


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like