-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକ, ଲେଖକ ଓ ପ୍ରବାସୀଙ୍କ ସମସ୍ୟା ନେଇ ଅର୍ଥମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ସୁନୀତି ମୁଣ୍ଡ।

17-Aug-2023



ନର୍ଲା (ସଞ୍ଜିବ ଦାସ)
 ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭାଜପା ନେତ୍ରୀ ସୁନୀତି ମୁଣ୍ଡ ସୌଜନ୍ୟ ସାକ୍ଷାତ କରିବା ସହିତ ସାମ୍ବାଦିକ, ଲେଖକ ଏବଂ ପ୍ରବାସୀମାନଙ୍କ ହକ୍ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ଏହି ତିନୋଟି ବର୍ଗ ବୌଦ୍ଧିକ ଏବଂ ଶାରୀରିକ ସ୍ତରରେ ଦେଶକୁ ଆର୍ôଥକ ଏବଂ ସାମାଜିକ ଦିଗରେ ମଜ୍‌ବୁତ କରୁଛନ୍ତି । କିନ୍ତୁ ସେମାନଙ୍କୁ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ରଖାଯାଇଛି । ଏହି ସ୍ୱାଭିମାନୀ ବର୍ଗ ସେମାନଙ୍କ ମୌଳିକ ସମସ୍ୟା ନେଇ କୌଣସି ସମୟରେ ଦାବି, ଆପତ୍ତି ଉଠାଇ ନାହାନ୍ତି କିମ୍ବା ଆନ୍ଦୋଳନ କରିନାହାନ୍ତି ବୋଲି ସୁନୀତି କହିଥିଲେ । ସମାଜ ଓ ଦେଶ ସେବାରେ ନିଜର ମୂଲ୍ୟବାନ ସମୟ ଦେଉଥିବା ସାମ୍ବାଦିକ ଏବଂ ସାହିତ୍ୟିକମାନେ କାର୍ଯ୍ୟରତ ଏବଂ ପରିଣତ ବୟସରେ ଦୁଃସ୍ଥ ଜୀବନ ନିର୍ବାହ କହୁଛନ୍ତି ।

ତେଣୁ ଏହି ବର୍ଗର ଲୋକଙ୍କ ପିଲାଙ୍କୁ ଉଚ୍ଚଶିକ୍ଷା, ସେମାନଙ୍କୁ ଏବଂ ସେମାନଙ୍କ ପରିବାର ବର୍ଗଙ୍କ ପାଇଁ ସ୍ୱାସ୍ଥ୍ୟ ସୁବିଧା ନିଃଶୁଳ୍କ ମୂଲ୍ୟରେ ଯୋଗାଇ ଦେବାକୁ ସୁନୀତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନିକଟରେ ଦାବି କରିଛନ୍ତି । ଏହା ସହିତ ଏହି ବର୍ଗର ଲୋକଙ୍କୁ ଆର୍ଥିକ ଅନୁଦାନ ଏବଂ ନିଜର ବାସ ନଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତାରେ ବାସଗୃହ ଯୋଗାଇଦେବାକୁ ଦାବି କରିଛନ୍ତି । ଅନୁରୂପ ଭାବରେ ପ୍ରବାସୀମାନେ ନିଜ ଶ୍ରମ ବଳରେ କାମ କରୁଥିବା ସଂସ୍ଥା ଅଥବା ଉକ୍ତ ରାଜ୍ୟର ଆର୍ଥିକ ଏବଂ ଭିତ୍ତିଭୂମି ବିକାଶରେ ସହାୟକ ହେଉଥିବାବେଳେ ସେମାନଙ୍କ ସମସ୍ୟା ପ୍ରତି କେହି କେବେ ଦୃଷ୍ଟି ଦେଉନାହାନ୍ତି । ସେମାନଙ୍କୁ କାମ କରୁଥିବା ରାଜ୍ୟରେ ମୌଳିକ ଅଧିକାର ପ୍ରଦାନ କରିବା ଏବଂ ସେମାନଙ୍କ ନାଗରିକ ଅଧିକାର ସୁରକ୍ଷିତ ରଖିବାକୁ ସେ ଅର୍ଥମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପ୍ରବାସୀମାନଙ୍କର ନିଜ ରାଜ୍ୟକୁ ବାଦ୍‌ଦେଲେ ଅନ୍ୟତ୍ର କୌଣସି ସ୍ଥାୟୀ ବା ଠିକଣା କର୍ମକ୍ଷେତ୍ର ନଥିବା ହେତୁ ଏହି ବର୍ଗ ନିଜ ଆଧାରକାର୍ଡ ଏବଂ ଭୋଟର ପ୍ରମାଣପତ୍ର ମଧ୍ୟ ଜନ୍ମସ୍ଥାନରୁ ବନାଇଥାନ୍ତି । କିନ୍ତୁ ଅଧିକାଂଶ ଆର୍ଥିକ ଓ ସ୍ୱାସ୍ଥ୍ୟଗତ ସହାୟତା ପ୍ରଦାନ କରାଗଲେ ଏକ ବିଶାଳ ବଞ୍ଚିତ ବର୍ଗ ଉପକୃତ ହୋଇପାରନ୍ତେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହିତ ସାକ୍ଷାତ ଅବସରରେ ସୁନୀତି କହିଛନ୍ତି । ଏହି ସମସ୍ତ ବିଷୟ ଉପରେ ବିଚାର କରିବେ ବୋଲି ଶ୍ରୀମତୀ ସୀତାରମଣ କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like