-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜେଏମଡ଼ି ସ୍କୁଲରେ ୭୭ ତମ ସ୍ଵାଧୀନତା ଦିବସ

17-Aug-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ ): ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଜୟ ମାଁ ଦ୍ୱାରସେହ୍ନି ଇଂଲିଶ ମିଡିୟମ ସ୍କୁଲରେ ୭୭ ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ସ୍ଥାନୀୟ ଦୁର୍ଗା ମଣ୍ଡପ ନିର୍ମାଣ କମିଟି ସଭାପତି ତଥା ପୂର୍ବତନ ବଣିକ ସଂଘ ସଭାପତି ସରୋଜ ଜୈନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉକ୍ତ ବିଦ୍ୟାଳୟର ଜାତୀୟ ପତାକା ଉତ୍ତୋଳନ କରିବା ସହ

ସଲାମୀ ଦେଇଥିଲେ । ସମିତି ସଭ୍ୟ ତଥା ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ଭୋଲାନାଥ ବେହେରା , ବିଦ୍ୟାଳୟ ପ୍ରତିଷ୍ଠାତା ଅନିଲ ଜୈନ , ବିଦ୍ୟାଳୟ ପରିଚାଳନା କମିଟି ଉପ ସଭାପତି ବିଦ୍ୟାଭୂଷଣ ନାଏକ , ଉପଦେଷ୍ଟା ପ୍ରଫୁଲ୍ଲ ସାହୁ , ନାଗରିକ କମିଟି ସଭାପତି ସୁରିୟା ସାହୁ , ଓୟୁଜେ ଜିଲ୍ଲା ସମ୍ପାଦକ (ଗ୍ରାମୀଣ) ସମ୍ପାଦକ ଅନିଲ କୁମାର ତ୍ରିପାଠୀ , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ୭୭ ତମ ସ୍ଵାଧୀନତା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ନିତେଶ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବକ୍ତବ୍ୟ ପ୍ରତିଯୋଗିତା ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପରିବେଷଣ କରାଯାଇଥିଲା । ସେଥିରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶିକ୍ଷୟିତ୍ରୀ ଲିଲିମା ସାହୁ ଓ ପୂଜାରାଣୀ ଦାସ ମଞ୍ଚ ପରିଚାଳନା କରିଥିବାବେଳେ ଅନ୍ୟାନ୍ୟ ଶିକ୍ଷକ ମାନସ ସାହୁ , ଟିକେରାଜ ସାହୁ , ଟଙ୍କଧର ସାହୁ , ଶିକ୍ଷୟିତ୍ରୀ ସୁଜାତା ସିହ୍ନା , ମଧୁ ଛୁରା , ପ୍ରତିମା ଷଡ଼ଙ୍ଗୀ , ସୌଭାଗ୍ୟ ସାହୁ , ସସ୍ମିତା ନାଗ , ଶିକ୍ଷା କର୍ମଚାରୀ କିଶୋର ସାହୁ , ପଞ୍ଚାନନ ମହାନନ୍ଦ ପ୍ରମୁଖ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ ।
    ସେହିପରି ଭାବରେ ସ୍ଥାନୀୟ ଅମୃତ ସରୋବର ରେ ସମିତି ସଭ୍ୟ ଭୋଳାନାଥ ବେହେରାଙ୍କ ଅଧ୍ୟକ୍ଷତାରେ ଅବସର ପ୍ରାପ୍ତ ଶିକ୍ଷକ ବିଦ୍ୟାଭୂଷଣ ନାଏକ ପତାକା ଉତ୍ତୋଳନ କରିଥିବା ବେଳେ ସ୍ଵୟ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି ଗ୍ରୁପ ର ମହିଳାମାନେ ଉପସ୍ଥିତ ଥିଲେ । 
 

 କୁଡ଼ସୁଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ମଧ୍ୟ ସ୍ୱାଧୀନତା ଦିବସ ଅବସରରେ ସରପଞ୍ଚ ସଂଗୀତା ବେହେରା ପତାକା ଉତ୍ତୋଳନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଯୋଗାଣ ସହାୟକ, ପେକ୍ସ ସମ୍ପାଦକ ଧୁବଳେଶ୍ୱର ସାହୁ , ସଂଜୀବ ସାହୁ , ଉମେଶ ମହାନନ୍ଦ , ସଂଜୀବ ନାଏକ , ଭରତ ବାଗ , ଝଜ ସାହୁ, ନାରାୟଣ ବାଗ , ସୁବୋଧ ସାହୁ ହେମନ୍ତ ରଣା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like