-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସ୍ଵାଧୀନତା ଦିବସ ଉପଲକ୍ଷେ ପ୍ରେସ କ୍ଳବ୍ ପକ୍ଷରୁ ରକ୍ତଦାନ ଶିବିର

17-Aug-2023



ପାଟଣାଗଡ଼// ଆଜି ବଲାଙ୍ଗିର ଜିଲ୍ଲା ପାଟଣାଗଡ ପ୍ରେସ କ୍ଲବ ତରଫରୁ ସ୍ବାଧିନତା ଦିବସ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଉପଖଣ୍ଡ ଚିକିତ୍ସାଳୟରେ ଥିବା ରେଡକ୍ରସ ରକ୍ତ ଭଣ୍ଡାର ଠାରେ ଆଜି ଦିନ ୧୧ଟା ଠାରୁ ରକ୍ତଦାନ ଶିବିର ଆରମ୍ଭ ହୋଇଥିଲା । ଏହି ରକ୍ତଦାନ ଶିବିର ରେ ସମୁଦାୟ ୨୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରେସ କ୍ଲବ ସଦସ୍ଯ ଙ୍କ ସହ ବିଭିନ୍ନ

ସଂଗଠନ ର ସଦସ୍ଯ ମାନେ ରକ୍ତଦାନ କରିଥିଲେ । ଏହି ଶିବିର କୁ ଏସଡିଏମଓ ଡାକ୍ତର ପିତବାସ ସା ଉଦ୍ଘାଟନ କରିଥିବା ବେଳେ ବ୍ଲଡବ୍ୟାଙ୍କ କର୍ମଚାରୀ ଟେକନିସିଆନ ବୁଲା ସାମଲ୍ , ଅଜୟ କୁମ୍ଭାର ଏବଂ ମଣ୍ଟୁ ରକ୍ତ ସଂଗ୍ରହ କରିଥିଲେ । ଉକ୍ତ ଶିବିର ରକ୍ତଦାନ କରିଥିବା ରକ୍ତଦାତା ମାନେ ହେଲେ ସାମ୍ବାଦିକ ଆଲୋକ ପାଣିଗ୍ରାହୀ, ସାମ୍ବାଦିକ ଅଜିତ ମିଶ୍ର, ସାମ୍ବାଦିକ ଜପିନ୍ଦ୍ର ସୁନା, ସାମ୍ବାଦିକ ପୁର୍ଣ୍ଣ ଶଶୀ ଶେଖର ରାଓ, ସାମ୍ବାଦିକ ରୂପେନ୍ଦ୍ର ମୁଣ୍ଡା,ଭୋଜରାଜ ଗଡତ୍ୟା, ଦୈତ୍ୟାରି ପୁରୋହିତ, ରିଙ୍କୁ ପୁରୋହିତ, ଶିବାନନ୍ଦ ପରିଚ୍ଛା, ରାଜେଶ

ବାରିକ, ଉପେନ୍ଦ୍ର ସାହୁ, ରୋହିତ ମେହେର,ଶିବ ଛତର, ସୁରେଶ ମେହେର, ଜ୍ୟୋତି ପ୍ରକାଶ ପଟେଲ, ପୀୟୁଷ କୁମାର ନାଏକ, ଆଜାଦ୍ ପଟେଲ,ଯୁଗଳ କିଶୋର ବାବୁ , ସୌମ୍ୟରଞ୍ଜନ ପୁରୋହିତ, ସୁନିଲ୍ ସିଂ, ପ୍ରତ୍ୟୁଷ ରଞ୍ଜନ ହୋତା ଗଣମାଧ୍ୟମ କେବଳ ସରକାର ଓ ଜନତା ଙ୍କ ମଧ୍ଯ ରେ ସେତୁ ହେବ ତାହା ନୁହଁ ଏକ ସୁସ୍ଥ ନିରାମୟ ସମାଜ ଗଠନ ପାଇଁ ମଧ୍ଯ ସାମ୍ବାଦିକ ଙ୍କ ସମାଜ ପ୍ରତି ଗୁରୁଦାୟିତ୍ବ ରହିବା ଜରୁରୀ ବୋଲି ବରିଷ୍ଠ ସାମ୍ବାଦିକ ଆଲୋକ ପାଣିଗ୍ରାହୀ ସୂଚନା ଦେଇଛନ୍ତି।ପ୍ରେସ କ୍ଳବ୍ ସଭାପତି ସୁଧାକର ଦାଶ ଙ୍କ ସହ ଅନ୍ୟାନ୍ୟ ସଦସ୍ୟ ମାନେ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।

(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like