-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ମଦ୍ୟପ ଯୁବକର ଉନ୍ମତ୍ତ କାଣ୍ଡ- ଶିକ୍ଷକ ଙ୍କୁ ମରଣାତ୍ମକ ଆକ୍ରମଣ, ଯଦି ଶିକ୍ଷକ ସୁରକ୍ଷିତ ନୁହେଁ ତ ଛାତ୍ର ଛାତ୍ରୀ ଏଠି କେତେ ସୁରକ୍ଷିତ

17-Aug-2023




ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)- ଗତକାଲି ବୌଦ୍ଧ ଜିଲ୍ଲା ଅନ୍ତର୍ଗତ କଣ୍ଟାମାଳ ବ୍ଲକର ଘିକୁଣ୍ଡି ବିଦ୍ୟାଳୟ ରେ ସେହି ଗ୍ରାମର ବିପିନ ମହାକୁଡ ପ୍ରଚୁର ମଦ୍ୟପାନ କରି କ୍ଲାସ ଚାଲୁଥିବା ସମୟରେ ଛାତ୍ର ଛାତ୍ରୀ ଙ୍କ ସାମ୍ନାରେ ପ୍ରଧାନ ଶିକ୍ଷକ ଙ୍କୁ ବହୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରି କୋମଳମତି ଶିଶୁ ଙ୍କୁ ଆକ୍ରମଣ କରିବାପାଇଁ ଉଦ୍ୟମ କଲାବେଳେ ସେଠାରେ ଉପସ୍ଥିତ ଥିବା ଶିକ୍ଷକ ହରିଶଙ୍କର ଦାଶ ବାରଣ କରିଥିଲେ l ଯା ଫଳରେ  ମଦନିଶାରେ ଚୁର୍ ଥିବା ବିପିନ ତା ସାଥିରେ ଥିବା ଅନ୍ୟଜଣେ ଯୁବକ ମିଥୁନକୁ ମୋବାଇଲ୍ ଅନ କରି  ଫଟୋ ଉଠାଇବାକୁ କହି ଫିଲ୍ମ ଷ୍ଟାଇଲ ରେ ଏକ କାଠଫାଳିଆରେ ଶିକ୍ଷକ ଶ୍ରୀ ଦାଶ ଙ୍କୁ ନିର୍ଦ୍ଧୁମ ପିଟିଲା l ସ୍ଵଭାବରେ ବହୁତ ଉଦ୍ଧତ ଥିବା ବିପିନ କିଛିଦିନ ଆଗରୁ ସୋନପୁର ସଦର ବ୍ଲକ ର  ସରଧାପାଲି ଗାଁ  ସ୍କୁଲ ସାମ୍ନାରେ ତିନି ଜଣ ଛାତ୍ର ଙ୍କୁ ଗାଡ଼ି ମଡାଇ ଦୁର୍ଘଟଣା  ଘଟାଇଥିବା ବେଳେ ତିନିଛାତ୍ରଙ୍କ ସେସମୟର  ମୃତ୍ୟୁ ହୋଇଥିଲା। ଯାହାକି ସାରା ଜ଼ିଲ୍ଲା ସାରା ଓଡିଶା ଲୋକେ ଏ ଘଟଣା ରେ ମର୍ମାହତ ହୋଇ ପଡି ଥିଲେ l ଆଜି ପୁଣି ବୌଦ୍ଧ ଘିକୁଣ୍ଡି ବିଦ୍ୟାଳୟ ରେ ଧସେଇ ପଶି ଜଣେ ଶିକ୍ଷକ ଙ୍କୁ ମରଣାନ୍ତକ ଆକ୍ରମଣ  କରିଵା ଘଟଣା ସରକାର ଙ୍କ ଆଇନ କାନୁନ ଉପରେ ଅଙ୍ଗୁଳି ନିର୍ଦ୍ଧେଶ କରିଛି l ନିଶାଶକ୍ତ ଅବସ୍ଥାରେ ବିଦ୍ୟାଳୟ ଶ୍ରେଣୀ ଗୃହ ଭିତରେ ଛାତ୍ରଛାତ୍ରୀ ଙ୍କ ଉପସ୍ଥିତି ରେ ବିପିନ  ରକ୍ତମୁଖା ହୋଇ ଏତେ

ବାଡେଇଥିଲାଯେ ସେଠାରେ ଶିକ୍ଷକ ଅଚେତ ହୋଇ ପଡିଥିଲେ l ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ସୋନପୁର ମେଡିକାଲ ରେ ଭର୍ତ୍ତି କରାଯାଇଛି । ତାଙ୍କ ବାମ ହାତ ଓ ଅଣ୍ଟା ରେ ଗଭୀର ଆଘାତ ହୋଇଥିବା ପ୍ରାଥମିକ ଚିକିତ୍ସା ରତ ଡାକ୍ତର ଙ୍କ ସୁତ୍ର ରୁ ଜଣାପଡିଛି । ମନମୁଣ୍ଡା ଥାନାରେ ଏସଂପର୍କରେ ଲିଖିତ ଅଭିଯୋଗ ପରେ ମାମଲା ରୁଜୁ କରି ପୋଲିସ ଅଭିଯୁକ୍ତ କୁ ଧରିବାକୁ ପ୍ରୟାସ କରୁଥିବା ଜଣାପଡିଛି । ଯଦି ଖୁବ ଶୀଘ୍ର ଦୋଷୀ ବିରୁଦ୍ଧ ରେ କାର୍ଯ୍ୟାନୁଷ୍ଠାନ ନିଅl ନ ଯାଏ ତାହେଲେ ଜ଼ିଲ୍ଲା ଶିକ୍ଷକ ସଂଘ ଥାନା ଘେରାଉ କରି ଆନ୍ଦୋଳନ କରିବ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like